Browsing Tag

bhubaneswar news

ଆଜି ରାଜ୍ୟରେ ୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୧ ରହିଛି । ଆଜି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

କରୋନା ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଦେଶରେ ପୁଣି କରୋନାର ନୂଆ ଷ୍ଟ୍ରେନ ଦେଖିବାକୁ ମିଳିଲାଣି । ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଯାହା ଏବେ ଚିନ୍ତା ବଢାଇ ଦେଇଛି । ସଂପୃକ୍ତ ରାଜ୍ୟମାନଙ୍କରେ ପୁଣି ଲକଡାଉନ୍ ଫେରିଛି । ଏ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି…
Read More...

ବିଜେବି ମହାବିଦ୍ୟାଳୟ ପରିସରରେ ବିଜେବି ସୁପର୍ ଲିଗର ପ୍ରଥମ ସଂସ୍କରଣ ଉଦଘାଟିତ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ବିଜେବି ମହାବିଦ୍ୟାଳୟ ପରିସରରେ ପ୍ରଥମ ଥର ଲାଗି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ୧୨ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଲିଗକୁ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ଅନ୍ୟାମନଙ୍କ…
Read More...

‘ଆମ କଳା, ଆମ ସଂସ୍କୃତି’ କାର୍ଯ୍ୟକ୍ରମ : କଳାହାଣ୍ଡିର ‘ବଜାସାଲ୍’ ନୃତ୍ୟଦଳକୁ…

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷର ପ୍ରଥମ "ଆମ କଳା, ଆମ ସଂସ୍କୃତି" କାର୍ଯ୍ୟକ୍ରମ ଭୁବନେ‌ଶ୍ୱର ଉତ୍କଳ ମଣ୍ଡପରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ଅଂଶଗ୍ରହଣ କରି ପ୍ରସଂଶିତ ହୋଇଥିବା…
Read More...

ଆଇପିଏସ ଅଫିସର ଜୟନାରାୟଣ ପଙ୍କଜ ହେଲେ କେନ୍ଦ୍ରାଞ୍ଚଳ ପୁଲିସ ଡିଆଇଜି

ଭୁବନେଶ୍ୱର : ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୨୦୦୫ ବ୍ୟାଚ୍ ଆଇପିଏସ ଅଫିସର ଜୟନାରାୟଣ ପଙ୍କଜଙ୍କୁ କେନ୍ଦ୍ରାଞ୍ଚଳ ପୁଲିସ ଡିଆଇଜି ଭାବେ ଅବସ୍ଥାପିତ କରାଯାଇଛି । ତେବେ ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ । ଶୁକ୍ରବାର କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ କୁମାର ସିଂଙ୍କୁ…
Read More...

ଘରୋଇ ସ୍କୁଲରେ ମାଗଣାରେ ପଢିବେ ଗରିବ ପିଲା : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛ‌ନ୍ତି ଯେ, ଘରୋଇ ସ୍କୁଲରେ ମାଗଣାରେ ପଢିବେ ଗରିବ ପିଲା । ଆର୍ଥିକ ସ୍ତରରେ ଦୁର୍ବଳ ଥିବା ଛାତ୍ରଛାତ୍ରୀ ମାନେ ଘରୋଇ ସ୍କୁଲରେ ନାମ ଲେଖାଇ ପାରିବେ । ରାଜ୍ୟର ସବୁ ଘରୋଇ ସ୍କୁଲରେ ଏବେ…
Read More...

କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେ‌ଶ୍ୱର : ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ (ଆଇଆଇଏଲ୍‍)ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ସୁପ୍ରିମ୍‍କୋର୍ଟ ବିଚାରପତି ଜଷ୍ଟିସ୍‍ ଉଦୟ ଉମେଶ ଲଳିତ, ଜଷ୍ଟିସ୍‍ ଭୂଷଣ ରାମକ୍ରିଷ୍ଣା ଗଭାଇ,…
Read More...

ଆଜି ରାଜ୍ୟରେ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୧ ରହିଛି । ଆଜି ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୭ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ଆୟୋଜିତ ହେବ ‘କୃଷି ଓଡିଶା’ : ବିଷୟବସ୍ତୁ ରହିଛି ‘ସମ‌ନ୍ୱିତ ଚାଷ, କୃଷକଙ୍କ ବିକାଶ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ "କୃଷି ଓଡିଶା" ମାର୍ଚ୍ଚ ୧୫ରୁ ୧୯ ପର୍ୟ୍ୟନ୍ତ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆୟୋଜିତ ହେବ। ଚଳିତ ବର୍ଷର ବିଷୟବସ୍ତୁ ରହିଛି 'ସମନ୍ବିତ ଚାଷ, କୃଷକଙ୍କ ବିକାଶ' । ଏହି ପରିପ୍ରେକ୍ଷୀରେ…
Read More...

ମାନବ ସମ୍ବଳ ବିକାଶ ବ୍ୟବସ୍ଥାର ନୂତନ ମଡୁଲ୍

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମାନବ ସମ୍ବଳ ବିକାଶ ବ୍ୟବସ୍ଥାର ନୂତନ ମଡୁଲ୍ କାର୍ୟ୍ୟକାରୀ କରିଛନ୍ତି ରାଜ୍ୟ ସରକାର । ଏହା ମାଧ୍ୟମରେ ସରକାରଙ୍କ ଠାରୁ ସରକାରୀ କର୍ମଚାରୀ/ ଅଧିକାରୀଙ୍କ ମଧ୍ୟରେ ସମସ୍ତ କାରବାର ‌ତ୍ୱରା‌ନ୍ୱିତ ଏବଂ ସ୍ୱଚ୍ଛ ହେବ । ବିଭାଗୀୟ କାର୍ୟ୍ୟାନୁଷ୍ଠାନ…
Read More...