Browsing Tag

bhubaneswar news

ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର : ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘କାଲିର…

ଭୁବନେ‌ଶ୍ୱର : ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର । ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଶାର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର 'କାଲିର ଅତୀତ' । ନୀଳ ମାଧବ ପଣ୍ଡାଙ୍କ ଦ୍ବାରା ନିର୍ମିତ ଏହି ଫିଲ୍ମକୁ ଜେନେରାଲ କାଟେଗୋରୀର…
Read More...

ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ

ଭୁବନେଶ୍ୱର : ‌ଟ୍ୱିଟ୍‌‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ ବୋଲି ସୂଚନା ପ୍ରଦାନ କରାଯାଇଛି । ତେବେ ‌ଟ୍ୱିଟରେ ସ୍କୁଲଶିକ୍ଷାରେ ସଂସ୍କାର ଆଣିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏଭଳି ପଦକ୍ଷେପ…
Read More...

ଆଜି ରାଜ୍ୟରେ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୮ ରହିଛି । ଆଜି ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ଭୁବନେଶ୍ୱରରେ ଅଭିନେତ୍ରୀ କଙ୍ଗନା ରାନାୱତ

ଭୁବନେଶ୍ୱର : ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ରାଜଧାନୀର ଏକ ପ୍ରିମିୟର ହୋଟେଲରେ ରହିଛନ୍ତି । ଏକ ସୂତ୍ରରୁ ପ୍ରକାଶ ଯେ, ସେ ଶୁକ୍ରବାର ଦିନ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ପରିଦର୍ଶନ…
Read More...

ବିଧାନସଭା ସମ୍ମୁଖରେ ଆତ୍ମହୁତି ଉଦ୍ୟମ କଲେ ବନ୍ଧା ହେବେ : ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ

ଭୁବନେଶ୍ୱର : ଗତ ଦୁଇଦିନ ମଧ୍ୟରେ ବିଧାନସଭା ସମ୍ମୁଖରେ ଦୁଇଟି ଭିନ୍ନ ଘଟଣାରେ ଆତ୍ମହତ୍ୟା ଉଦ୍ୟମ ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି । ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି ଯେ, ଯିଏ ବିଧାନସଭା ସମ୍ମୁଖରେ ଆତ୍ମହୁତି ଉଦ୍ୟମ କରିବ ତାହା ବେଆଇନ କାର୍ୟ୍ୟ ହେବ । ଯେଉଁମାନେ…
Read More...

ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭ ଅବସରରେ ରାଜ୍ୟପାଳ କହିଲେ ‘ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା’…

ଭୁବନେଶ୍ୱର : ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭ ଅବସରରେ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିବା ଅବସରରେ 'ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା' ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି କହିଥିବା ବେଳେ ଆଉ ମଧ୍ୟ କହିଛ‌ନ୍ତି ଯେ, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ…
Read More...

ଆଜି ରାଜ୍ୟରେ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୬ ରହିଛି । ଆଜି ୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ଆଜି ରାଜ୍ୟରେ ୭୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୩୨ ରହିଛି । ଆଜି ୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ରାଜଧାନୀରୁ ଧଳା ଜହର ଜବତ ସହ ଘଟଣାରେ ସମ୍ପୃକ୍ତ ଜଣେ ମହିଳା ଗିରଫ

ଭୁବନେଶ୍ୱର : ବଢିବାରେ ଲାଗିଛି ଧଳା ଜହର ବ୍ୟବସାୟ । ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଥିବା ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଭୁବନେଶ୍ୱରର ପଳାଶୁଣିରେ ଧଳା ଜହର ଜବତ କାରବାର ହେଉଛି ବୋଲି କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୧୮୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ…
Read More...

ମାତୃ ପିତୃ ପୂଜନ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯୋଗ ବେଦାନ୍ତ ସେବା ସମିତିର ମହିଳା ଉତଥାନ ମଣ୍ଡଳ ପକ୍ଷରୁ ୧୪ ଫେବୃଆରୀକୁ ପ୍ରତିବର୍ଷ ମାତୃ ପିତୃ ପୂଜନ ଦିବସ ଭାବରେ ପାଳନ କରା ଯାଇଆସୁଅଛି । ପ୍ରତି ବର୍ଷ ପରି ସନ୍ଥ ଆଶା ରାମଜୀ ଆଶ୍ରମ ପରିସରରେ ହଜାର ହଜାର ଯୁବପିଢୀ ଓ ବିଦ୍ୟାର୍ଥୀମାନେ ସେମାନଙ୍କ…
Read More...