Browsing Tag

bhubaneswar news

୨ ବାଘ ଛାଲ ସହ ଜଣେ ଗିରଫ

ଭୁବନେଶ୍ଵର : ବାଘ ଛାଲ ଡିଲ୍ ଚାଲିଥିବା ବେଳେ ମାଡ଼ିବସିଲା ଏସଟିଏଫ୍ । ସମ୍ବଲପୁର ବାମରାରୁ ୨ ବାଘ ଛାଲ ଜବତ ହେବା ସହ ଜଣେ ଅଭିଯୁକ୍ତଙ୍କୁ ଏସଟିଏଫ୍ ଗିରଫ କରିଛି । ଖବର ଅନୁଯାୟୀ, କୁଚିଣ୍ଡା-ବଣେଇଗଡ଼ ରାସ୍ତା ନିକଟରେ ବାଘଛାଲ ଡିଲ୍ ଚାଲିଥିବା ବେଳେ ଖବର ପାଇ ଏସଟିଏଫ୍ ଚଢାଉ କରିଥିଲା । ଏହି
Read More...

ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ

ଭୁବନେଶ୍ୱର : ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆସନ୍ତାକାଲି ଠାରୁ ଆରମ୍ଭ ହେବ । ମେଳା ପାଇଁ ସମଗ୍ର ଖଣ୍ଡଗିରି ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି । ଏଠାରେ ବିଶ୍ୱଶାନ୍ତି ମହାଯଜ୍ଞ ମଧ୍ୟ ଆରମ୍ଭ ହେବ । ପ୍ରାୟ ୨୦ ଦିନ ଧରି ଏଠାରେ ଦୋକାନ ବଜାର ଲାଗି ରହିବ ।
Read More...

‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଯୋଗାଯୋଗ ହେଉଛି ବିକାଶର ଆଧାର, ଆମ ଅର୍ଥନୀତିର ମୁଖ୍ୟ ଶକ୍ତି, ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବା ପାଇଁ ବ୍ୟାପକ ସଚେତନତା ଆବଶ୍ୟକ : ମୁଖ୍ୟମନ୍ତ୍ରୀସହରର ପରିଚୟ ସୃଷ୍ଟି କରିବାରେ ବସ୍‌ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ, ବସ୍‌ ଷ୍ଟାଣ୍ଡ ଗୁଡିକ
Read More...

ଶୁକ୍ରବାରଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ଚାଲିବ ପରୀକ୍ଷା । ମୋଟ୍ ୧୯ଟି ସିଟିଂରେ ପରୀକ୍ଷା ହେବ ।
Read More...

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆର୍‌ଟିଓ । ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆର୍‌ଟିଓ ବସନ୍ତ
Read More...

କଳାକାରମାନଙ୍କ ସହାୟତା ରାଶିରେ ବୃଦ୍ଧି

କଳାକାରମାନେ ପାଇବେ ମାସକୁ ୨୦୦୦ ଟଙ୍କା ସହାୟତା, ୮୦ ବର୍ଷରୁ ଅଧିକ ହୋଇଥିଲେ ମାସକୁ ୨୫୦୦ଉପକୃତ ହେବେ ୮୦ ହଜାର କଳାକାରଚଳିତ ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ମିଳିବ ବର୍ଦ୍ଧିତ ସହାୟତା୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଆସିଥିଲା ଅନୁରୋଧ ଓ ପ୍ରସ୍ତାବ ଭୁବନେଶ୍ଵର : ଆମର
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର…

ଜଳସେଚନ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ ସେତୁ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି ଏବଂ ବିଦ୍ୟୁତ ଶକ୍ତି ଯୋଗାଣ କ୍ଷେତ୍ରରେ ୩୯୫୨ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନଗୋପାଳପୁରରେ ୨୭ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟରେ ବୃହତ୍‌
Read More...

କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଲି ଡ୍ୟାମ ଓ ସମଲ…

ସାନ୍ଦୁଲ ବ୍ୟାରେଜ ଭୂତଳ ପାଇପଲାଇନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତପ୍ରକଳ୍ପ ଗୁଡିକ ମାଧ୍ୟମରେ କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ଚାଷ ଜମିକୁ ଜଳସେଚନ ସୁବିଧା ଉପଲବ୍ଧ୩୨ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ସାନ୍ଦୁଲ ବ୍ୟାରେଜ କାମ
Read More...

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପ : ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ…

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରି ଧାର୍ଯ୍ୟ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶସୋନପୁର-ପୁରୁଣାକଟକ ରେଳ ସେକ୍ସନ ଖୁବ ଶୀଘ୍ର ଶେଷ ହେବ ବୋଲି ଆଶା କରାଯାଉଛି ଭୁବନେଶ୍ୱର : ପୂର୍ବତଟ ରେଳପଥ (ଇକୋଆର୍‌)ର
Read More...

ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା : ୫,୦୦୦ରୁ ୧୦,୦୦୦ ଟଙ୍କା ବଢିଲା

୨ଟି କିସ୍ତିରେ ୬,୦୦୦ ଏବଂ ୪,୦୦୦ ଟଙ୍କା ହିତାଧିକାରୀ ପାଇବେଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେବକେୟା ରାଶି ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ମିଳିବ ଭୁବନେଶ୍ୱର : ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...