ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ତ୍ରିବେଣୀରେ ଆସ୍ଥାର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ଭୁବନେଶ୍ୱରରୁ ପ୍ରୟାଗରାଜ ଅଭିମୁଖେ ଯାତ୍ରା କଲେ ସିଏମ୍ । ଦିନ ୧୧ଟା ୩୦ରେ ତ୍ରିବେଣୀ ସଙ୍ଗମରେ ପବିତ୍ର ସ୍ନାନ କରିବେ । ରବିବାର ପ୍ରୟାଗରାଜରେ ରହିବେ । ସୋମବାର ଅଯୋଧ୍ୟା ରାମମନ୍ଦିର ଯାଇ!-->…
Read More...
Read More...