ସଡ଼କ ଦୁର୍ଘଟଣା : ମୃତକଙ୍କ ପରିବାରକୁ ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥି ସହିତ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ!-->…
Read More...
Read More...