Browsing Tag

bhubaneswar news

ପୋଲିସ ଡିଜି ଅଭୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ଟୀକା ନେଲେ

ଭୁବନେଶ୍ୱର : କଟକ ଇନଡୋର ଷ୍ଟାଡିୟମରେ ଆଜି ଟିକା ନେଇଛନ୍ତି ପୋଲିସ ଡିଜି ଅଭୟ । ତେବେ ଟୀକାକରଣ ଅଭିଯାନକୁ ସଫଳ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ପୋଲିସ ଡିଜି । ସେହିପରି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଓ ପୋଲିସ କମିଶର ସୁଧାଂଶୁ ଷଡ଼ଙ୍ଗୀ ମଧ୍ୟ ଆଜି କୋଭିଡ୍ ଟୀକା…
Read More...

ଶନିବାରଠାରୁ କରୋନା ଟୀକା ଦିଆଯିବ ପୋଲିସ କର୍ମଚାରୀଙ୍କୁ : ପ୍ରଥମେ ନେବେ ଡିଜିପି ଅଭୟ

ଭୁବନେଶ୍ୱର : ଶନିବାରଠାରୁ ସମଗ୍ର ରାଜ୍ୟରେ ପୋଲିସ କର୍ମଚାରୀଙ୍କୁ ଦିଆଯିବ କରୋନା ଟିକା । ପ୍ରଥମେ ଡିଜିପି ଅଭୟ ଟିକା ନେବେ । ତା'ପରେ ଅନ୍ୟ ବରିଷ୍ଠ ପୋଲିସ ଓ ହୋମ୍‌ଗାର୍ଡମାନେ କରୋନା ଟିକା ନେବେ । ଏନେଇ ସୂଚନା ଦେଇଛନ୍ତି କଟକ-ଭୁବନେଶ୍ୱର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ।…
Read More...

ରାଜ୍ୟରେ ଆଜି ୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୯୭ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

ଗିରଫ ହେଲା ସ୍ତ୍ରୀ ହତ୍ୟାକାରୀ ନୃଶଂସ ସ୍ୱାମୀ

ଭୁବନେଶ୍ୱର : ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ଚନ୍ଦ୍ରଶେଖରପୁର ଥାନାସ୍ଥିତ ବିର୍ଷା ମୁଣ୍ଡା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହରୁ ଏପରି ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି କୁହାଯାଉଛି । ସ୍ତ୍ରୀ ମମିନା ପୂର୍ତ୍ତିକୁ ପିଟିପିଟି ହତ୍ୟା କରିଛି ସ୍ୱାମୀ…
Read More...

ସମ୍‌ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ

ଭୁବନେଶ୍ୱର : ଦୃଢ଼ ଇଚ୍ଛାଶକ୍ତି ବଳରେ ଜୀବନ ସଂଗ୍ରାମରେ ବାଜିମାତ ହୋଇପାରିବ । ଏହିଭଳି ଆହ୍ୱାନ ନେଇ ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଆୟୋଜିତ ହୋଇଯାଇଛି ବିଶ୍ୱ କର୍କଟ ଦିବସ । ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଉଥିବା ବେଳେ ଅବସରରେ ହସ୍ପିଟାଲ ପକ୍ଷରୁ ଏକ…
Read More...

ରାଜ୍ୟରେ ଆଜି ୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୮୭ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ : ପୁରୁଣା ଗାଡି ଉପରେ ଲାଗୁ ହେବ ଗ୍ରୀନ୍ ଟ୍ୟାକ୍ସ

ଭୁବନେ‌ଶ୍ୱର : ଓଡିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟରେ ପ୍ରଦୂଷଣ ହ୍ରାସ କରିବା ଲାଗି ପୁରୁଣା ଗାଡି ଉପରେ ଗ୍ରୀନ ଟ୍ୟାକ୍ସ ଲାଗୁ ପାଇଁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି । କେତେ ବର୍ଷର ପୁରୁଣା ଗାଡି ଉପରେ କେତେ ଟଙ୍କାର ଟ୍ୟାକ୍ସ ଲାଗୁ ହେବ ତାହା ମଧ୍ୟ ଏଥିରେ ସ୍ପଷ୍ଟ କରାଯାଇଛି ।…
Read More...

ଆଇଟିଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପାଠ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ନଅ ମାସର ହଷ୍ଟେଲ ଫିସ୍ ଛାଡ କରାଯାଇଛି । ତେବେ ଆଜି ଏହି ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ…
Read More...

ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ

ଭୁବନେଶ୍ୱର : ଧଉଳି ଶାନ୍ତିସ୍ତୁପ ପାଦ ଦେଶରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ । ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବର କାର୍ଯ୍ୟକ୍ରମ ଆରମ୍ଭ ହେବ ଓଡିଶୀ ଗୁରୁ ଅରୁଣା ମହାନ୍ତିଙ୍କ ନୃତ୍ୟ ପରିବେଷଣରୁ । ଏହା ପରେ କୋଲକାତାର କଳାକାର ଅସୀମାବନ୍ଧୁ…
Read More...

ଗିରଫ ହେଲେ ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରିର ମାଲିକ

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ୱର ସ୍ଥିତ କାରଖାନାରେ ବିଭିନ୍ନ ବ୍ରାଣ୍ଡର ନକଲି କୋଲ୍ଡ ଡ଼୍ରିଙ୍କ ବିକ୍ରି ହେଉଥିବା ବେଳେ ଏହି ଫ୍ୟାକ୍ଟ୍ରିର ମାଲିକ ଶ୍ରୀପତ୍ତି ରଞ୍ଜନ ବେହେରାଙ୍କୁ ପୋଲିସ୍ ଗିରଫ କରିଛି । ଏହି ନକଲି ଜିନିଷ ଯେଉଁ ସବୁ ଜାଗାକୁ ପଠାଯାଉଥିଲା ସେହି ସବୁ ସ୍ଥାନକୁ ମଧ୍ୟ…
Read More...