Browsing Tag

bhubaneswar news

ରାଜ୍ୟରେ ଆଜି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜ ୭୧ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

ଓଡିଶାବାସୀଙ୍କ ପ୍ରତି ଯତ୍ନ ଏବଂ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କୋରାପୁଟ ଜିଲ୍ଲା କୋଟପାଡ ଥାନା ମୂର୍ତାହାଣ୍ଡିରେ ଘଟିଥିବା ସଡକ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ପିଏମ ପାଣ୍ଠିରୁ ଆର୍ଥିକ ସହାୟତା ମଞ୍ଜୁର ହେବା ପ୍ରସଙ୍ଗରେ ଓଡିଶାବାସୀଙ୍କ ପ୍ରତି ଯତ୍ନ ଏବଂ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି…
Read More...

ସୁଦର୍ଶନ ସାହୁଙ୍କୁ ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସଂବର୍ଦ୍ଧନା

ଭୁବନେଶ୍ୱର : ନିକଟରେ ଭାରତ ସରକାରଙ୍କ ଦ୍ୱାରା ପଦ୍ମବିଭୂଷଣ ସମ୍ମାନ ପାଇଁ ମନୋନୀତ ଓଡିଶାର ସୁନାମଧନ୍ୟ ସ୍ଥପତି ସୁଦର୍ଶନ ସାହୁଙ୍କୁ ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସଂବର୍ଦ୍ଧିତ କରାଯାଇଛି । ଓଡିଶା ଶିଳ୍ପୀ ମହାସଂଘର ସଭାପତି ଉଦୟ ମହାନ୍ତି ଓ ଭାରତ ସରକାରଙ୍କ ପୂର୍ବତନ ରାଷ୍ଟ୍ରଦୂତ ଅବସର…
Read More...

ପାରାଦୀପ ଓ ବଡବିଲ ରାସ୍ତା ହେବ ୮ ଲେନ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ପାରାଦୀପ ଓ ବଡ଼ବିଲ ରାସ୍ତା ୮ ଲେନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତି ନିଆଯାଇଛି । ଏସମ୍ପର୍କରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ,…
Read More...

ରାଜଧାନୀରେ ନକଲି କୋଲ୍ଡ ଡ୍ରିଙ୍କସ୍‌ କାରଖାନା ଠାବ : ବ୍ରାଣ୍ଡ୍‌ ଅସଲି, ମାଲ୍‌ ନକଲି

ଭୁବନେଶ୍ୱର : ରାଜଧାନୀରେ ନକଲି କୋଲ୍ଡ ଡ୍ରିଙ୍କ୍ସ କାରଖାନା ଠାବ । ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏହି ନକଲି କାରଖାନା ଠାବ କରାଯାଇଛି । ବ୍ରାଣ୍ଡ ଅସଲି, ମାଲ ନକଲି । ଏହି କମ୍ପାନୀରେ କୋଲ୍ଡ ଡ୍ରିଙ୍କସ୍‌ ଗୁଡିକରେ ବିଭିନ୍ନ ନାମୀଦାମୀ କମ୍ପାନୀର ଷ୍ଟିକର ଲଗାଇ ମାର୍କେଟକୁ ମାଲ…
Read More...

ଫେବୃଆରୀ ୧୦ରୁ ଆରମ୍ଭ ହେବ ପିଜି ଏବଂ ଯୁକ୍ତ ୩ କ୍ଲାସ୍ : ୮ରୁ ହଷ୍ଟେଲରେ ରହିବାକୁ ଅନୁମତି

ଭୁବନେଶ୍ୱର : ପିଜି ଏବଂ ୟୁଜି ପାଠପଢା ଓ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ୧୦ତାରିଖରୁ ପିଜି ଓ ୟୁଜିରେ ପାଠପଢା ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଘୋଷଣା କରିଛନ୍ତି । ମନ୍ତ୍ରୀଙ୍କ ଘୋଷଣା ମୁତାବିକ, ଆସନ୍ତା ଫେବ୍ରୁଆରୀ ୧୦ ରୁ ଯୁକ୍ତ ୩ ଦ୍ବିତୀୟ…
Read More...

ରାଜ୍ୟରେ ଆଜି ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୬୦ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

ଆଇପିଏସ୍ ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅଧିକାରୀ ଡ.ସତ୍ୟଜିତ ମହାନ୍ତିଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ମୁତାବକ ବର୍ତ୍ତମାନ ଅଗ୍ନିଶମ ଓ ହୋମଗାର୍ଡ ବିଭାଗର ଡିଜି ଥିବା ସତ୍ୟଜିତ ମହାନ୍ତିଙ୍କ ଏହି ନୂତନ ନିଯୁକ୍ତିକୁ…
Read More...

ଆସନ୍ତା ୬ ରୁ +୨ ଫର୍ମ ଫିଲପ୍‌ ଆରମ୍ଭ

ଭୁବନେଶ୍ୱର : ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଲାଗି ଆସନ୍ତା ୬ ତାରିଖରୁ ଫର୍ମ ଫିଲପ୍‌ ଆରମ୍ଭ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରେଗୁଲାର ଓ ପତ୍ର ବିନିମୟ ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନେ ଫେବୃଆରୀ ୧୨ରୁ ଫେବୃଆରୀ ୨୪ ପର୍ଯ୍ୟନ୍ତ ଅନଲାଇନ…
Read More...

ଫେବୃଆରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ ଯିବେ

ଭୁବନେ‌ଶ୍ୱର : ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠ ପଢ଼ା ଆରମ୍ଭ ହେବା ପରେ ଏବେ ଫେବୃଆରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ ଯିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ୯ମ ଏବଂ ୧୧ଶ ଶ୍ରେଣୀ ବିଦ୍ୟାର୍ଥୀଙ୍କ ପାଠପଢା ସୋମବାର ଠାରୁ ଶନିବାର ସକାଳ ୮.୩୦ରୁ ୧୦.୩୦ ପର୍ୟ୍ୟନ୍ତ ହେବ…
Read More...