Browsing Tag

bhubaneswar news

ଭୁବନେଶ୍ୱରରେ ଲାଗୁ ହେଲା ପାର୍କିଂ ଫି : ଘଣ୍ଟା ହିସାବରେ ଦେବାକୁ ହେବ ପାର୍କିଂ ଫି

ଭୁବନେଶ୍ୱର : ଭୁବନେଶ୍ୱରରେ ପାର୍କିଂ ଫି ଲାଗୁ ହୋଇଥିବା ବେଳେ ଘଣ୍ଟା ହିସାବରେ ଦେବାକୁ ହେବ ପାର୍କିଂ ଫି । ଟେଣ୍ଡର ଦସ୍ତାବିଜ ଅନୁସାରେ ୨ ଘଣ୍ଟାରୁ କମ ସମୟ ପାଇଁ ବାଇକ ଓ ତିନିଚକିଆ ଯାନ ରଖିଲେ ୫ ଟଙ୍କା ଓ କାର ରଖିଲେ ୨୦ ଟଙ୍କା ଏବଂ ଚାରି ଚକିଆ ଭାରି ଯାନ ପାଇଁ ୨୫ ଟଙ୍କା ଦେବାକୁ…
Read More...

ପରେଡ୍‌ ପାଇଁ କେଉଁଠି ରାସ୍ତାବନ୍ଦ ରହିବ ଜାଣିରଖନ୍ତୁ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପରେଡ୍‌ ଅଭ୍ୟାସ ପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍‌ ବ୍ୟବସ୍ଥା ଉପରେ କଟକଣା ଲାଗୁ ହୋଇଛି । ପରେଡ୍ ଅଭ୍ୟାସ ପାଇଁ ଶୁକ୍ରବାର ଅପରାହ୍ଣ ୨ଟା ୩୦ରୁ ୫ଟା ମଧ୍ୟରେ ମଧ୍ୟ ବିଭିନ୍ନ ରାସ୍ତାକୁ ବନ୍ଦ କରି ଦିଆଯିବ । ଗାନ୍ଧୀମାର୍ଗକୁ କୌଣସି…
Read More...

ରାଜ୍ୟରେ ଆଜି ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୫୪ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

ଆଜିଠୁ ପରେଡ୍ ରିହରସାଲ୍ : ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ଭୁବନେଶ୍ୱର : ଆଉ ତିନି ଦିନ ପରେ ସାଧାରଣତନ୍ତ୍ର ଦିବସ । ଏଥିପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଭୁବନେଶ୍ୱର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଆଜିଠୁ ମହାତ୍ମାଗାନ୍ଧୀ ମାର୍ଗରେ ପରେଡ ରିହରସାଲ୍ । ପରେଡ୍‌ ଅଭ୍ୟାସରେ ପୋଲିସ ବ୍ୟାଣ୍ଡ ସହ ୧୮ଟି ଗ୍ରୁପ୍‌ ଭାଗ ନେବେ । କେବଳ…
Read More...

ଚଳିତ ବର୍ଷ ନିଜ ସ୍କୁଲ୍‌ରେ ମ୍ୟାଟ୍ରିକ୍ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ମ୍ୟାଟ୍ରିକ୍‌ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ଅନ୍ୟ ସ୍କୁଲ୍‌କୁ ଯିବାକୁ ପଡ଼ିବନି । ସେମାନେ ନିଜ ସ୍କୁଲ୍‌ରେ ହିଁ ଦେବେ ପରୀକ୍ଷା । କରୋନାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନଙ୍କ ସୁବିଧା ପାଇଁ ନିଜ ସ୍କୁଲ୍‌ରେ ପରୀକ୍ଷା କରିବାକୁ…
Read More...

ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷ

ଭୁବନେଶ୍ଵର : ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷରେ ପହଂଚିଛି । ୩୦ ଲକ୍ଷ ବା ୩ ମିଲିୟନ ଫଲୋୟର୍ସ ପହଂଚିବା ପରେ ନବୀନ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଟ୍ୱିଟର ଭଳି ଏକ ଡିଜିଟାଲ ଯାତ୍ରାରେ ସମସ୍ତଙ୍କ ସ୍ନେହ ଓ ଭଲ ପାଇବା ମିଳିଥିବାରୁ ସେ କୃତଜ୍ଞ ବୋଲି ନବୀନ…
Read More...

ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ‘ଶିକ୍ଷା ଦର୍ପଣ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ 'ଶିକ୍ଷା ଦର୍ପଣ' । ବିଦ୍ୟାର୍ଥୀଙ୍କୁ ଏହି ପୁସ୍ତିକା ଦେବାକୁ କେଉଁ ଜିଲାରେ ‌କେତେ ଛାତ୍ରଛାତ୍ରୀ ଏଥର ମାଟ୍ରିକ୍‌ ପରୀକ୍ଷା ଦେବେ ତାହାର…
Read More...

ଏଣିକି କିନ୍ନର କାଟିବେ ପାର୍କିଂ ଟିକେଟ୍

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଭୁବନେଶ୍ୱର କିନ୍ନରମାନେ ପାର୍କିଂ ଟିକେଟ୍ କାଟିବେ । ତେବେ ଆଜି ରାଜମହଲ୍ ଛକରେ ବିଏମ୍‌ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ଏହା ଉଦଘାଟନ କରିଛନ୍ତି । ଏଥିପାଇଁ ଟିଜି ସ୍ୱୀକୃତିପ୍ରାପ୍ତ ସ୍ମାର୍ଟ ସିଟିର ଦୁଇଟି ପ୍ରମୁଖ ପାର୍କିଂ ଲଟ୍ ହସ୍ତାନ୍ତର…
Read More...

ପ୍ରଫେସର ଅର୍କ ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କୁଳପତି

ଭୁବନେଶ୍ବର, (ସୁଶାନ୍ତ ସାହୁ) : ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର । ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏ ନେଇ ରାଜଭବନ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ…
Read More...

ମାଟ୍ରିକ୍‌ ବିଦ୍ୟାର୍ଥୀଙ୍କୁ ମିଳିବ ‘ଶିକ୍ଷା ଦର୍ପଣ’

ଭୁବନେଶ୍ୱର : ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯିବ 'ଶିକ୍ଷା ଦର୍ପଣ' । ବିଦ୍ୟାର୍ଥୀଙ୍କୁ ଏହି ପୁସ୍ତିକା ଦେବାକୁ ସବୁ ଜିଲ୍ଲାରୁ ତଥ୍ୟ ସଂଗ୍ରହ ଆରମ୍ଭ ହୋଇଛି ।କେଉଁ ଜିଲ୍ଲାରେ ‌କେତେ ଛାତ୍ରଛାତ୍ରୀ ଏଥର…
Read More...