Browsing Tag

bhubaneswar news

୫-ଟି ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

୪ଟି ପର୍ଯ୍ୟାୟରେ ସମୁଦାୟ ୮୬୮୧ଟି ସ୍କୁଲର ଲୋକାର୍ପଣଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି,ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ : ମୁଖ୍ୟମନ୍ତ୍ରୀ୫-ଟି ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ
Read More...

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି : ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗବ୍ୟବସାୟ ପାଇଁ ୧୮ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧ ଲକ୍ଷ ଯୁବକ
Read More...

ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌, ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌, ୧୬.୫୦ ଲକ୍ଷ ଲୋକ ଉପକୃତବରଗଡ଼ର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌, ୧୪
Read More...

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ
Read More...

୫ ଜିଲ୍ଲାକୁ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର : ଲକ୍ଷ୍ମୀ ଯୋଜନାରେ ସୋମବାର ଦିନ ଆଉ ୫ଜିଲ୍ଲାକୁ ଗଡିବ ବସ୍‌ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ ମୟୁରଭଞ୍ଜ, ବଲାଙ୍ଗିର, ବରଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ସେବାର ଆରମ୍ଭ ହେବ । ମୋଟ ୪୨୫ଟି ବସ୍‌ର ଲୋକାର୍ପଣ
Read More...

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଜନଜାତି ଲୋକଙ୍କ ଭାଗିଦାରୀକୁ ନେଇ ମହାସମାବେଶ

ଜନଜାତି କଳା, ସଂସ୍କୃତି ଓ କ୍ରୀଡାର ସୁରକ୍ଷା ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦମାନେ ଭଲ କାମ କରୁଛନ୍ତିଜନଜାତି କଳା ଓ ସଂସ୍କୃତି ଓଡ଼ିଶାର ସଂସ୍କୃତିକୁ ସମୃଦ୍ଧ କରିଛିଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ : ମୁଖ୍ୟମନ୍ତ୍ରୀ
Read More...

ଓଡ଼ିଶା ଅର୍ଥନୈତିକ ସଂଘର ୫୬ତମ ବାର୍ଷିକ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଡ. ପି କେ ମିଶ୍ର ଆଜି ସମ୍ବଲପୁର ଠାରେ ଓଡ଼ିଶା ଅର୍ଥନୈତିକ ସଂଘର ୫୬ତମ ବାର୍ଷିକ ସମ୍ମିଳନୀରେ ଉଦ୍ବୋଧନ ଦେଇଛନ୍ତି । ସାମ୍ପ୍ରତିକ ବର୍ଷ ଗୁଡ଼ିକରେ ବିଶ୍ୱ ଅର୍ଥନୀତିରେ ଦେଖାଦେଇଥିବା ଅଦ୍ଭୁତ ଅସ୍ଥିରତା ଏବଂ ଅନିଶ୍ଚିତତା
Read More...

ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ ପୁଣି କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ରାଜଧାନୀ ଭୁବନେଶ୍ୱରରୁ ବ୍ରାଉନସୁଗାର ଜବତ କରିଛି । ଏହି ମାମଲାରେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ
Read More...

ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର : ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ ନୀଳଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା ଶିଶିର ମହାପାତ୍ର ଫାଉଣ୍ଡେସନ ସଭାପତି ସବ୍ୟସାଚୀ ମହାପାତ୍ର । ନୀଳଗିରି ମ୍ୟୁନିସିପାଲିଟିର ୬ ନମ୍ବର ୱାର୍ଡର କାଉନ୍‌ସିଲର୍‌ ପ୍ରତାପ ସେଠୀ, ନୀଳଗିରି ବ୍ଲକ୍
Read More...

ତିନି ଦିନ ଧରି ଚାଲିଥିବା ଓଡିଆ ଭାଷା ମହାକୁମ୍ଭ ସମାପ୍ତ

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଯାପିତଭାଷା ସମ୍ମିଳନୀ ଓଡିଆ ଭାଷା ଇତିହାସରେ ଏକ ମାଇଲଖୁଣ୍ଟ ହୋଇ ରହିବସମ୍ମିଳନୀର ପ୍ରସ୍ତାବ ଉପରେ ନିଆଯାଇଛି ନୀତିଗତ ନିଷ୍ପତ୍ତି, ବିଧାନ ସଭାରେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀମୁଖ୍ୟମନ୍ତ୍ରୀଙ୍କ ଘୋଷଣା - ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ
Read More...