Browsing Tag

bhubaneswar news

ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା : ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,

ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୨୭ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ଦିନରେ ବିଜ୍ଞାନ ବିଭାଗ (ଷ୍ଟ୍ରିମ୍‌)ର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ । ପରୀକ୍ଷା ଦେବେ ୧ଲକ୍ଷ ୧୪ ହଜାର ୯୮୦ ପରୀକ୍ଷା । ମଙ୍ଗଳବାର କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା…
Read More...

ଘରେ ପଶି ଅଙ୍ଗନବାଡ଼ି କର୍ମୀଙ୍କୁ ହାଣିଲେ ଦୁର୍ବୃତ୍ତ,

ଭୁବନେଶ୍ୱର : ଅଙ୍ଗନବାଡି କର୍ମୀଙ୍କ ଘରେ ପଶିଲେ ଚୋର । ଚୋରି କରିବାକୁ ଉଦ୍ୟମ କରୁଥିବା ବେଳେ ଅଙ୍ଗନବାଡି କର୍ମୀ କରିଥିଲେ ବିରୋଧ । ବିରୋଧ କରିବାରୁ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବରି ଗ୍ରାମରେ ଏଭଳି ଘଟଣା…
Read More...

ପୁଣି ‘ମୋ ବସ୍’ ଚକ ତଳେ ଗଲା ମହିଳାଙ୍କ ଜୀବନ

ଭୁବନେଶ୍ୱର : ପୁଣି ମୋ ବସ୍ ଚକ ତଳେ ଗଲା ମହିଳାଙ୍କ ଜୀବନ । ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍ ତଳେ ଏହି ଦୁର୍ଘଟଣା ଘଟିଛି । ଏକାଧିକ ଲୋକଙ୍କୁ ଧକ୍କା ଦେଇଥିଲା ବସ୍‌ । କେବଳ ସେତିକି ନୁହେଁ, ୧୦୦ ମିଟର ପର୍ଯ୍ୟନ୍ତ ମହିଳାଙ୍କୁ ଘୋଷାଡ଼ି ନେଇଥିଲା ମୋ ବସ୍‌ । ଘଟଣାସ୍ଥଳରେ ମହିଳାଙ୍କ…
Read More...

ଓଡ଼ିଶାରେ ଆତିଥ୍ୟ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଲାଗି ଆଇଏଚ୍‌ଏମ୍‌ ଭୁବନେଶ୍ୱର ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଆଇଏଚ୍‌ଏମ୍‌ ଭୁବନେଶ୍ୱର ଶିକ୍ଷା ଓ ନିଯୁକ୍ତି ମଧ୍ୟରେ ଥିବା ପାର୍ଥକ୍ୟକୁ ଦୂର କରି ଆତିଥ୍ୟ ଓ ପର୍ଯ୍ୟଟନ ଉଦ୍ୟୋଗକୁ ରୂପ ଦେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଆସୁଛି ଭୁବନେଶ୍ୱର, (ପିଆଇବି) : ଓଡ଼ିଶାର ଯୁବବର୍ଗଙ୍କ ମଧ୍ୟରେ ହସପିଟାଲିଟି ବା ଆତିଥ୍ୟ ଶିକ୍ଷା ବିଷୟରେ ସଚେତନତା ସୃଷ୍ଟି…
Read More...

ଦୁଇଦିନ ହାଲୁକା ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି…
Read More...

ଇଞ୍ଜିନିୟରିଂ ପାଠ ପଢୁଛନ୍ତି ହେଲେ ଚାକିରି ନାହିଁ ୧୯,୧୮୨ ଇଞ୍ଜିନିୟରିଂ ପିଲା ବେକାର

ଭୁବନେଶ୍ଵର : ରାଜ୍ୟରେ ଇଞ୍ଜିନିୟରିଂ ପାଠ ପଢୁଛନ୍ତି ହେଲେ ଚାକିରି ନାହିଁ ୧୦ ବର୍ଷ ମଧ୍ୟରେ ଇଞ୍ଜିନିୟରିଂ ପଢି ପାସ୍ ହୋଇଛନ୍ତି ୩୪ ହଜାର ୪୭୧ । ହେଲେ ଚାକିରି ପାଇଛନ୍ତି ମାତ୍ର ୧୫ ହଜାର ୨୮୯ ଜଣ ପିଲା । ରାଜ୍ୟରେ ବର୍ତ୍ତମାନ ୧୯ ହଜାର ୧୮୨ ଇଞ୍ଜିନିୟରିଂ ପାଠ ପଢି ବେକାର ବସିଛନ୍ତି ।…
Read More...

ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର : ଲାଞ୍ଚ ନେଉଥିଲେ ମହିଳା କନିଷ୍ଠ କିରାଣି । ମାଡ଼ିବସିଲା ଦେବଗଡ଼ ଭିଜିଲାନ୍ସ ଟିମ୍ । ମହିଳା କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନଙ୍କତାଙ୍କ ନିକଟରୁ ୨୦ଟି ୫୦୦ଶହ ଟଙ୍କିଆ ନୋଟ୍ ଜବତ କରାଯାଇଥିଲା ଦେବଗଡ଼ କଲେଜର ଜଣେ ପୂର୍ବତନ ଛାତ୍ରଙ୍କ ଅଭିଯୋଗ ଅନୁଯାଇ, ଛାତ୍ର ଜଣଙ୍କ ଯୁକ୍ତ…
Read More...

ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ

ଭୁବନେଶ୍ଵର : ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି । ଆରମ୍ଭରୁ ଆଟାକିଂ ମୁଡ୍‌ରେ ବିରୋଧୀ । ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧୀ ଆଇନଶୃଙ୍ଖଳାକୁ ବଡ଼ ପ୍ରସଙ୍ଗ କଲା କଂଗ୍ରେସ । ଧାନର କଟନି ଛଟିନୀକୁ ନେଇ ବିଜେଡିର ହଙ୍ଗାମା । ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ…
Read More...

ମହାକୁମ୍ଭରେ ବୁଡ଼ ପକାଇ ଫେରିବା ବେଳେ ଦୁର୍ଘଟଣା

ଭୁବନେଶ୍ଵର : ମହାକୁମ୍ଭରୁ ମହାଯାତ୍ରା । ପୂଣ୍ୟ ଅର୍ଜିବାକୁ ପ୍ରୟାଗରାଜ ବୁଡ଼ ପକାଇବାକୁ ଯାଇଥିଲେ । ହେଲେ ଘରକୁ ଫେରିବା ବେଳେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା ତ ଗୁରୁବାର କାର୍ ଯୋଗେ ହସଖୁସିରେ ପ୍ରୟାଗରାଜ ଯାଇଥିଲେ ରାଉରକେଲା କୋଏଲ ନଗରର ପୁଜାରୀ ପରିବାର । ମଉସା, ମାଉସୀଙ୍କ ସହ ମା,…
Read More...

ଓଡ଼ିଶାରେ ସୁଟିଂ କରିବେ ବୋନୀ କପୁର

ଭୁବନେଶ୍ୱର : ବୋନୀ କପୁର ବନାଇବେ ଓଡ଼ିଆ ଫିଲ୍ମ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ବୋନୀ କପୁର । ଅଲଗା ଭାଷାରେ ସିନେମା ତିଆରି କରିଛି । ତେଣୁ ଓଡିଆରେ ବି ତିଆରି କରିବି । ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା କହିଛନ୍ତି ବୋନୀ । ଚଳଚ୍ଚିତ୍ର ଶିଳ୍ପ ଆଗକୁ ନେବାକୁ ପାଇଁ…
Read More...