Browsing Tag

bhubaneswar news

ରାଜ୍ୟ ସରକାର ପୁଣିଥରେ ଯାତ୍ରୀବାହୀ ବସ୍ ଭଡ଼ା ବୃଦ୍ଧି କରିଛନ୍ତି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଡିଜେଲ ଦର ବୃଦ୍ଧି ଯୋଗୁ ରାଜ୍ୟ ସରକାର ରାଜ୍ୟରେ ପୁଣିଥରେ ଯାତ୍ରୀବାହୀ ବସ୍ ଭଡ଼ା ବୃଦ୍ଧି କରିଛନ୍ତି । ଆଜି ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ଡିସେମ୍ବର ୭ତାରିଖରେ ଡିଜେଲ ଦର ଲିଟର ପିଛା ୮୦.୪୨ଟଙ୍କା ଥିବାବେଳେ…
Read More...

ଜାନୁଆରୀ ୨୬ରୁ ଆରମ୍ଭ ହେବ ଆଦିବାସୀ ମେଳା

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଜାନୁଆରୀ ୨୬ରୁ ଭୁବନେଶ୍ୱର ୟୁନିଟ-୧ ପଡ଼ିଆରେ ଆରମ୍ଭ ହେବ ଆଦିବାସୀ ମେଳା । ଦୈନିକ ପୂର୍ବାହ୍ନ ୧୧ ଟାରୁ ସଂଧ୍ୟା ୭ଟା ଯାଏ ଚାଲିବ ମେଳା । କୋଭିଡ୍‌ ନିୟମ ମାନି ମେଳା ଆୟୋଜନ କରାଯିବାକୁ ନିଷ୍ପତ୍ତି । ତେବେ ମେଳାରେ ଭିଡକୁ ନିୟନ୍ତ୍ରଣ କରିବା ପାଇଁ…
Read More...

ଅଭିନେତା ରବି ମିଶ୍ରଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଶିଷ୍ଟ ଓଡିଆ ଅଭିନେତା ରବି ମିଶ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରି ଟ୍ୱିଟ୍‌ ଯୋଗେ ଲେଖିଛନ୍ତି ଯେ, ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଜ ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ…
Read More...

ଓଡିଆ ଅଭିନେତା ରବି ମିଶ୍ରଙ୍କ ହୃଦ୍‌ଘାତରେ ପରଲୋକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବିଶି‌ଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦ୍‌ଘାତରେ ପରଲୋକ ହୋଯାଇଛି । ତାଙ୍କ ହାର୍ଟରେ ୮୦ ପ୍ରତିଶତ ବ୍ଳକେଜ୍‌ ଥିଲା ଓ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି…
Read More...

ଜାତୀୟସ୍ତରୀୟ “ଡିଭା ମିସ୍ ଇଣ୍ଡିଆ ୨୦୨୧”ରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ସ୍ନେହାଶ୍ରୀ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଜାତୀୟସ୍ତରୀୟ "ଡିଭା ମିସ୍ ଇଣ୍ଡିଆ ୨୦୨୧" ରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ସ୍ନେହାଶ୍ରୀ । ଏହି ସୁନ୍ଦରୀ ପ୍ରତିଯୋଗିତାରେ ସ୍ନେହାଶ୍ରୀ ଓଡିଶାରୁ ଏକମାତ୍ର ପ୍ରତିଯୋଗୀ ଭାବେ ଅଂଶ ଗ୍ରହଣ କରି ହରିଦ୍ୱାରରେ ଆୟୋଜିତ ହୋଇଥିବା ଜାତୀୟସ୍ତରୀୟ "ଡିଭା ମିସ୍…
Read More...

ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଇନ୍ଧନ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଉର୍ଜାକୁ ଆତ୍ମନିର୍ଭର କରିବା ଓ ସ୍ୱଚ୍ଛ ଭାରତ ମିଶନ ଦିଗରେ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବର୍ଜ୍ୟବସ୍ତରୁ ଉର୍ଜା ଉତ୍ପାଦନ କରିବା ପାଇଁ ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ଏବଂ ଉତ୍ତର ଦିଲ୍ଲୀ ମହାନଗର…
Read More...

ଭୁବନେଶ୍ୱର ଠାରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା

ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଲା ଦ୍ୱିତୀୟ ପର୍ୟ୍ୟାୟ ଟିକା । ଭୁବନେଶ୍ୱର ଏୟାରପୋର୍ଟରୁ ରାଜ୍ୟ ଭ୍ୟାକ୍ସିନ୍‌ ସେଣ୍ଟରକୁ ଟିକା ପଠାଯାଇଛି । ପୁନେ-ଭୁବନେଶ୍ୱର ସ୍ପାଇସ୍‌ଜେଟ୍‌ ବିମାନରେ ଟିକା ପହଞ୍ଚିଛି । ୨ୟ ପର୍ୟ୍ୟାୟରେ ୩ ଲକ୍ଷ ୩୪ ହଜାର ୫୩୪ ଡୋଜ୍‌ ଟିକା ଆସିଛି । ଗତ ୧୬ତାରିଖରେ…
Read More...

ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ନୂତନ ଭାବେ ନିଯୁକ୍ତ ହୋଇଥିବା ସ୍ଥଳ ସେନାର ଉପମୁଖ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଗତକାଲି ନୂତନ ଭାବେ ନିଯୁକ୍ତ ହୋଇଥିବା ସ୍ଥଳ ସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଜଣେ ଓଡିଆ ଭାବେ ତାଙ୍କର…
Read More...

ଦୁଇ ଛାତ୍ରଗୋଷ୍ଠୀ ମୁହାଁମୁହିଁ : ବିଶ୍ୱବିଦ୍ୟାଳୟ ଖୋଲୁଖୋଲୁ ବାଣୀବିହାର ଅଶାନ୍ତ

ଭୁବନେଶ୍ୱର : କରୋନା କଟକଣ ପରେ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଖୋଲୁ ଖୋଲୁ ପୁଣି ଅଶାନ୍ତ ହୋଇଉଠିଛି । କ୍ୟାଣ୍ଟିନ୍‌ରେ ଦୁଇ ଛାତ୍ରଗୋଷ୍ଠୀ ମୁହାଁମୁହିଁ ହେବାରୁ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟଗୋଷ୍ଠୀର ଜଣେ ଛାତ୍ର ଗୁରୁତର ଆହତ ହୋଇଛି । ତାଙ୍କୁ…
Read More...

ଭୁବନେଶ୍ୱରର ସାଲିଆସାହିରୁ ୫ଶହ ଲିଟର ମଦ ଜବତ,୧୩ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱର ସାଲିଆସାହିରୁ ପ୍ରାୟ ୫ଶହ ଲିଟର ଦେଶୀ ମଦ ଜବତ କରି ୧୩ ଜଣଙ୍କୁ ଗିରଫ କରିଛି ପୋଲିସ । ଖବର ଅନୁଯାୟୀ, ଭୁବନେଶ୍ୱର ସାଲିଆସାହି ବସ୍ତିରେ ଚୋରା ମଦ କାରବାର ଚାଲିଥିବା ନେଇ ପୋଲିସ ବିଭାଗକୁ ଖବର ମିଳିଥିଲା । ଏହାପରେ ପୋଲିସ୍‌ ବିଭାଗ ସାଲିଆସାହିରେ ଚଢାଉ କରିଥିଲା ।…
Read More...