Browsing Tag

bhubaneswar news

ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କୁ ଟ୍ୱିଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛ‌ନ୍ତି ଯେ, 'ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଲୋକଙ୍କ କଲ୍ୟାଣ ସହ…
Read More...

ଜାତୀୟ ରାଜପଥରେ ଅମାନିଆ ଗାଡି ଚାଳକଙ୍କୁ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏବେ ଚାଳକଙ୍କୁ ଜଗିବ ସିସିଟିଭି କ୍ୟାମେରା । ଖୋର୍ଦ୍ଧା ଜିଲ୍ଲାର ରାମେଶ୍ୱର ଠାରୁ ଯାଜପୁରର ପାଣିକୋଇଲି ପର୍ୟ୍ୟନ୍ତ ୧୬ ନମ୍ବର ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲଗାଯିବ । ତେବେ ଏହି କ୍ୟାମେରା ଏନ୍ଏଚର ପ୍ରତି ୪ରୁ ୫ କିଲୋମିଟର ମଧ୍ୟରେ ଲଗାଯିବ । ଏ…
Read More...

ରାଜ୍ୟରେ ଆଜି ୧୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୩୪ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...

ବାଇକର ସାଇଡ ପ୍ୟାନେଲ ଭିତରେ ୪ ଫୁଟ ଲମ୍ବର ନାଗସାପ

ଭୁବନେଶ୍ୱର, (ଶୁସା‌ନ୍ତ ସାହୁ) : ବାଇକର ସାଇଡ ପ୍ୟାନେଲ ଭିତରେ ଏକ ନାଗସାପ ଦେଖିବାକୁ ମିଳିଛି । ଭୁବନେଶ୍ୱର ଉପକଣ୍ଠ ବାଳକାଟି ନିକଟସ୍ଥ ସରକଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଇକର ସାଇଡ ପ୍ୟାନେଲ ଭିତରେ ନାଗସାପ ଦେଖିବା ପରେ ବାଇକ ମାଲିକ ବିମଳ କୁମାର ସାହୁ ସ୍ନେକ ହେଲ୍ପ ଲାଇନକୁ ସାହାଯ୍ୟ…
Read More...

ପାଇଖାନା ପାଇଁ ଦୁଇ ବିଡିଓ ନିଲମ୍ୱିତ

ଭୁବନେଶ୍ୱର : ପାଇଖାନା ଦୁର୍ନୀତି ଅଭିଯୋଗରେ ଦୁଇ ବିଡିଓ ନିଲମ୍ୱିତ ହୋଇଛନ୍ତି । ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ୩ ଅଧିକାରୀଙ୍କୁ ନିଲମ୍ୱିତ କରିଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଡିଓ ଦେବେନ୍ଦ୍ର ବାହାଦୂର ସିଂ ଧରୁଆ ଓ ଯନ୍ତ୍ରୀ ସୁନୀଲ ସାମଲଙ୍କ ନାଁରେ ପାଇଖାନା…
Read More...

ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଶାର ସବୁ ଆଦର୍ଶ ବିଦ୍ୟାଳୟରେ ଖୋଲିବ ବାଣିଜ୍ୟ ଷ୍ଟ୍ରିମ୍‌

ଭୁବନେଶ୍ୱର : ଶିକ୍ଷାରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଶାର ସବୁ ଆଦର୍ଶ ବିଦ୍ୟାଳୟରେ ଖୋଲିବ ବାଣିଜ୍ୟ ଷ୍ଟ୍ରିମ । ଆଦର୍ଶ ବିଦ୍ୟାଳୟର ସଫଳତା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
Read More...

ଝାରପଡ଼ା ଜେଲରେ ଜଣେ ବିଚାରଧୀନ କଏଦୀର ମୃତ୍ୟୁ

ଭୁବନେଶ୍ୱର : ଝାରପଡା ଜେଲରେ ରବି ଦୁଲ୍ଲା ନାମକ ଜଣେ ବିଚାରଧୀନ କଏଦୀର ମୃତ୍ୟୁ । ହୃତଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନୟାଗଡ ଅସ୍ତ୍ରାଗାର ଲୁଟ ଘଟଣାରେ ସେ ସଜା କାଟୁଥିଲେ । ମାଓବାଦୀଙ୍କ ସହ ସମ୍ପୃକ୍ତି ଅଭିଯୋଗରେ ଜେଲରେ ଥିଲେ ରବି ଦୁଲ୍ଲା । ୨୦୦୮ରେ ସେ ଗିରଫ…
Read More...

ଆଜିି ଓଡ଼ିଶାରୁ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୩ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୭୫ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ…
Read More...

ସର୍ବ ପୁରାତନା ସିନେ ପତ୍ରିକା ‘ବାଣୀ ଚିତ୍ର’ର ସଂପାଦକ ପରୀକ୍ଷିତ ଜେନା ଚାଲିଗଲେ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସର୍ବ ପୁରାତନ ସିନେ ପତ୍ରିକା ‘ବାଣୀ ଚିତ୍ର’ର ସଂପାଦକ ପରୀକ୍ଷିତ ଜେନା(୭୯) ଆଉ ନାହାନ୍ତି । ଆଜି ଭୁବନେଶ୍ୱର ନୂଆପଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଦେହାନ୍ତ ହୋଇଥିବା ବେଳେ ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ତଥା ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି…
Read More...

୪ ହଜାର ୪୮୫ ଜଣ ନୂଆ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି

ଭୁବନେଶ୍ବର : ୪ ହଜାର ୪୮୫ ନୂଆ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ବିଦ୍ୟାଳୟରେ ନୂଆ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ହେବେ । ଶୁକ୍ରବାର ଏନେଇ ରାଜ୍ୟ…
Read More...