ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ
ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମହାକୁମ୍ଭ ମେଳା ୨୦୨୫ ପାଇଁ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବେପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶୁଭାରମ୍ଭ କରିବେକୁମ୍ଭ 'ସହାୟକ' ଚାଟ୍ବଟ୍ ର ଶୁଭାରମ୍ଭ କରିବେ!-->…
Read More...
Read More...