ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ବଢିଲା ୫ ହଜାର ଶିକ୍ଷକଙ୍କ ଦରମା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ । ସମଗ୍ର ଶିକ୍ଷା ଯୋଜନାରେ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ । ପୂର୍ବରୁ ୧୧ ହଜାର ଟଙ୍କା ପାଉଥିଲେ କନିଷ୍ଠ ଶିକ୍ଷକ । ସମଗ୍ର!-->…
Read More...
Read More...