Browsing Tag

bhubaneswar news

ସାରା ରାଜ୍ୟରେ ପ୍ରବଳ ବର୍ଷା : ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼,
Read More...

ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ…

ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ, ୬୦ ଦିନ ମଧ୍ୟରେ ଆସିବ ରିପୋର୍ଟକୋର୍ଟ ତଦାରଖରେ ତଦନ୍ତ ପାଇଁ ହାଇକୋର୍ଟଙ୍କୁ ଅନୁରୋଧ ଭୁବନେଶ୍ୱର : ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ
Read More...

ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱରରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ସହ ଚତୁର୍ଥ ଆଞ୍ଚଳିକ ବୈଠକ ଅନୁଷ୍ଠିତ

ଇଏଲ୍‌ଆଇ ଯୋଜନା ଅଧୀନରେ ନିଯୁକ୍ତି ସୃଷ୍ଟି, ନିଯୁକ୍ତି ସାମର୍ଥ୍ୟକୁ ପ୍ରୋତ୍ସାହିତ କରିବା ଏବଂ ଶ୍ରମ ଶକ୍ତିର ଆନୁଷ୍ଠାନିକ ରୂପ ଦେବା ପାଇଁ ଉଭୟ ବୃହତ ଉଦ୍ୟୋଗ ଓ ଏମ୍‌ଏସ୍‌ଏମ୍‌ଇକୁ ସହଯୋଗ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ : ମନ୍ତ୍ରଣାଳୟ ସଚିବଶ୍ରମ ସଂସ୍କାର, ଶ୍ରମ କଲ୍ୟାଣ, ଗୁଣାତ୍ମକ
Read More...

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କୃଷକ ସମୃଦ୍ଧି ଯୋଜନାରେ ଚାଷୀ ସର୍ବାଧିକ ଲାଭବାନ ହେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱଚଳିତ ବର୍ଷରେ ୧ କୋଟି ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ସଂଗ୍ରହ ହେବଇ-ବାହନ ଆପ୍‌ ଯୋଗେ ହେବ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ଟ୍ରାକିଂଗୁଣବତ୍ତା ଯାଞ୍ଚ
Read More...

ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲ । ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ
Read More...

ଭୁବନେଶ୍ୱର ଜାଭିୟର୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟର ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ଷଷ୍ଠ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୩୭ ବର୍ଷର ସମୃଦ୍ଧ ପରମ୍ପରା ପାଳନ କରି ଭୁବନେଶ୍ୱର ଜାଭିୟର୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ୧୪ ସେପ୍ଟେମ୍ବରରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ଷଷ୍ଠ ସଂସ୍କରଣ ଆୟୋଜନ କରୁଛି । ଚଳିତ ବର୍ଷର ଶିଖର ସମ୍ମିଳନୀ
Read More...

ଆସୁଛନ୍ତି ମୋଦୀ : ବଢୁଛି ଉତ୍ସାହ

ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇବା ନିରନ୍ତର ପ୍ରକ୍ରିୟାକୌଣସି ଫୋନ୍‌ କଲ୍‌ / ଫେକ୍‌ ଲିଙ୍କ୍‌କୁ ବିଶ୍ୱାସ ନକରିବାକୁ ପରାମର୍ଶ ଭୁବନେଶ୍ୱର : ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ଗାଁ ଗାଁରେ ଉତ୍ସାହ ବଢୁଛି । ଆସନ୍ତାକାଲି ତା.୧୭/୦୯/୨୦୨୪ରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Read More...

ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ
Read More...

୧୭ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ କଲେଜ ଗୁଡିକ ସମ୍ପୂର୍ଣ୍ଣ ଛୁଟି ରହିବ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ
Read More...

ବିଶ୍ୱ ପ୍ରାଥମିକ ଉପଚାର ଦିବସ : ଘରେ ଘରେ ପ୍ରାଥମିକ ସେବା ସହାୟକ ସୃଷ୍ଟି କରିବା

ଭୁବନେଶ୍ୱର : ଭାରତୀୟ ରେଡ୍‌କ୍ରସ୍‌ ସୋସାଇଟି ଓଡିଶା ରାଜ୍ୟ ଶାଖାର ଅବୈତନିକ ସଚିବ ବିଭୁତି ଭୂଷଣ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆଇସିଆର୍‌ସି ୟୁନିଟ୍‌ ଦ୍ୱାରା ପ୍ରାଥମିକ ଉପଚାର ଦିବସ ଭୁବନେଶ୍ୱର ସ୍ଥିତ ରେଡ୍‌କ୍ରସ୍‌ ଭବନ ଭୁବନେଶ୍ୱରରେ ପାଳିତ ହୋଇଯାଇଛି । ଚଳିତ ବର୍ଷର ଆଭିମୁଖ୍ୟ ଥିଲା
Read More...