Browsing Tag

bhubaneswar news

କଳା ମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍

ଚାରିମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ଲୋକାର୍ପିତ ହେବ ଅକ୍ଷର ଭୂମିସମ୍ମିଳନୀ ସ୍ମୃତିକୁ ଚିରସ୍ମରଣୀୟ କରିବ ଅକ୍ଷର ଭୂମିଓଡ଼ିଆ ଭାଷାର ଅସ୍ମିତାର ପରିଚୟ ହେବ ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି
Read More...

୯ ତାରିଖ ଯାଏଁ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୯ ତାରିଖ ଯାଏ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ କହିଛି । ୭ ଓ ୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କଟକ ଓ ଜଗତସିଂହପୁରରେ ଘନ କୁହୁଡ଼ି ଦେଖାଦେବ । ସେହିଭଳି ୯
Read More...

ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଖୋଲିଲା ରାଜଭବନ ଉଦ୍ୟାନ

ଭୁବନେଶ୍ୱର : ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଆଜିଠାରୁ ରାଜଭବନ ଉଦ୍ୟାନ ଖୋଲିଥିବା ବେଳେ ଚଳିତ ମାସ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ବୁଲିପାରିବେ ସାଧାରଣ ଜନତା । ଆସନ୍ତାକାଲି (ରବିବାର) ଠାରୁ ଲୋକସେବା ଭବନ ଉଦ୍ୟାନ ସାଧାରଣ ଜନତାଙ୍କ ପାଇଁ ଖୋଲା ରହିବ । ସର୍ବସାଧାରଣଙ୍କ ନିମନ୍ତେ
Read More...

ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଆଜିଠୁ ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ । ହିଟ୍ ଆଣ୍ଡ ରନ୍ ଆଇନ ବିରୋଧରେ ଡ୍ରାଇଭରମାନେ ଦେଶବ୍ୟାପୀ ଆନ୍ଦୋଳନ କରୁଛନ୍ତି । ଓଡ଼ିଶାରେ ବି ଏହାର ପ୍ରଭାବ ତୀବ୍ର ହେବାକୁ ଯାଉଛି । ଆଜିଠାରୁ ଏହାକୁ ଜୋରଦାର କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ମିଳିଛି । ବସ, ଟ୍ରକ୍‍ ଓ
Read More...

ଆଜିଠୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ

ଭୁବନେଶ୍ୱର : ଆଜିଠାରୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ପୋର୍ଟାଲ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜିକରଣ କରିପାରିବେ । www.bskynabin.odisha.gov.in ପୋର୍ଟାଲରେ
Read More...

ଭାରତୀଙ୍କୁ ମିଳିଲା ବିଏସ୍‌କେୱାଇ ସହାୟତା

ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) କାର୍ଡ ଗରିବଙ୍କ ସାଥି ଓ ସାହାରା ସାଜିଛି । ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସୋର ବ୍ଲକ ଅନନ୍ତପୁର ଗ୍ରାମର ମହିଳା ଭାରତୀ ଜେନା ଗୁରୁତର ରୋଗରେ ପୀଡ଼ିତ ହୋଇଥିବା ବିଷୟ ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବିଏସ୍‌କେୱାଇ ଟିମ୍‌
Read More...

ରାଜ୍ୟସ୍ତରୀୟ ଲୁଇବ୍ରେଲ ଜୟନ୍ତୀ ତଥା ବିଶ୍ୱ ବ୍ରେଲ୍ ଦିବସରେ ବ୍ରହ୍ମପୁର ବ୍ରେଲ୍ ପ୍ରେସ ମ୍ୟାନେଜର ପ୍ରକାଶ ରଥ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୃଷ୍ଟିହୀନମାନଙ୍କ ପାଇଁ ବ୍ରେଲ ଲିପିର ଉଦ୍ଭାବକ ମହାତ୍ମା ଲୁଇବ୍ରେଲଙ୍କ ୧୧୫ତମ ଜୟନ୍ତୀ ତଥା ବିଶ୍ୱ ବ୍ରେଲ ଦିବସ ଅବସରରେ ଗୁରୁବାର ସ୍ଥାନୀୟ ପଞ୍ଚାୟତିରାଜ ତାଲିମ ଭବନଠାରେ ଆୟୋଜିତ ସମାବେଶରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଶାସନ
Read More...

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ୧ଟି ଆସିଷ୍ଟାଣ୍ଟ କମିଶନର, ୬ଟି ଏ.ଏସ୍‌.ଆଇ. ଏବଂ ୬୦ଟି କନେଷ୍ଟବଳ ପଦବୀକୁ ମିଳିଲା
Read More...

କାଇ ଚଟଣୀ ସମେତ ରାଜ୍ୟର ୮ ଉତ୍ପାଦକୁ ମିଳିଲା ଭୌଗୋଳିକ ସଂକେତ ଟ୍ୟାଗ୍‌

ଭୁବନେଶ୍ୱର : ରାଜ୍ୟର ୮ଟି ଉତ୍ପାଦକୁ ଭୌଗୋଳିକ ସଂକେତ ବା ଜିଆଇ ଟ୍ୟାଗ୍‌ ମିଳିଛି । ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ସାମାଜିକ ଗଣମାଧ୍ୟମ ଟ୍ୱିଟରରେ ଏହି ସୂଚନା ଦେଇଛି । ଏଥିରେ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, କଣ୍ଟେଇମୁଣ୍ଡି ବାଇଗଣ, ଏମ୍ବ୍ରାଡରୀ ସାଲ୍‌, ରସାବଳି, କଳାଜିରା
Read More...

ବଲାଙ୍ଗିରର ବିକାଶରେ ନୂଆ ଇତିହାସ : ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ୱରାନ୍ୱିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗିର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳ ସେଚନ
Read More...