ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ : ଗଠନ ହେବ ଟାସ୍କ ଫୋର୍ସ
ଭୁବନେଶ୍ୱର : ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ । ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ । ଆସିକା!-->…
Read More...
Read More...