Browsing Tag

bhubaneswar news

ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର : ପୋଲିସ ଡିଜି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଡିସେମ୍ୱର ୩୧ରେ ଶେଷ ହେବ । ଗତକାଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ଆଉ ଛଅମାସ ବଢ଼ାଇବା ପରେ ନୂଆ ଡିଜିପି କିଏ ହେବେ ସେ ନେଇ ଚର୍ଚ୍ଚା ଅଧିକ ରହିଛି । ଏହାରି ଭିତରେ ଶନିବାର ରାଜ୍ୟ ସରକାର ୧୯୯୦
Read More...

ଡକ୍ଟର ମନୋରମା ମହାନ୍ତି ହେଲେ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର : ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମନୋରମା ମହାନ୍ତିଙ୍କୁ ପଦୋନ୍ନତି ସହ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ସେହିପରି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ
Read More...

୩ ଦିନ ଯାଏଁ ରାଜ୍ୟରେ ଅନୁଭୂତ ହେବ କୁହୁଡି

ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୁତ ହେବ । ଆଜି ଦକ୍ଷିଣ ଉପକୂଳରେ ମୁଖ୍ୟତଃ ଘନ କୁହୁଡି ଦେଖାଦେଇଛି । ଆସନ୍ତା ୨ ଦିନରେ ରାଜ୍ୟରେ ସ୍ଵାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି । ଗତକାଲି ଭୁବନେଶ୍ଵରରେ ୧୭.୨
Read More...

ଭୁବନେଶ୍ୱରରେ କୁକୁରଙ୍କ ପାଇଁ ହେବ ଶ୍ମଶାନ

ଭୁବନେଶ୍ୱର : ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) । ସେଥିପାଇଁ ଜାଗା ଚିହ୍ନଟ ହୋଇଥିବା ବେଳେ ଖୁବ୍‌ ଶୀଘ୍ର ଏହା କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ଭୁବନେଶ୍ୱର ମେୟର । କୁକୁରଙ୍କ ମୃତଦେହ ଆଣିବା ପାଇଁ ଈଗଉର ୩ଟି ଜୋନରେ ୩ଟି ଗାଡ଼ି ବୁଲିବ ।
Read More...

କୋରାପୁଟ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ୍‌ର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା : ନବୀନ କାର୍ଡର ଶୁଭାରମ୍ଭ

ରାଜ୍ୟର ୯୦% ଲୋକ ଉପକାର ପାଇବେପଇସା ଅଭାବରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ସ୍ୱାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି । ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି । ସ୍ୱାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ
Read More...

ନନ୍ଦନକାନନକୁ ଆସିବେ ଚିତାବାଘ, ଧଳା ସିଂହ

ଭୁବନେଶ୍ୱର : ଓଡ଼ିଶା ପଶୁ ପ୍ରେମୀମାନଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବାକୁ ଯାଉଛନ୍ତି ଚିତାବାଘ । ଆସନ୍ତା ମାସ ଜାନୁୟାରୀରେ ଦୁବାଇ ଚିଡ଼ିଆଖାନାରୁ ଦୁଇ ଦେଶ ମଧ୍ୟରେ ପ୍ରାଣୀ ବଦଳ ପ୍ରକ୍ରିୟାରେ ଏହି ଚିତା ନନ୍ଦନକାନନ ଆସିବେ । ଚିତା ସହିତ ଧଳା ସିଂହ
Read More...

ଗାଁ ସଶକ୍ତ ହେଲେ ଦେଶର ବିକାଶ ସମ୍ଭବ ହୋଇପାରିବ : ଅର୍ଜୁନ ମୁଣ୍ଡା

କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗଦେଲେ କେନ୍ଦ୍ର ମନ୍ତ୍ରୀସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ
Read More...

ଅଟୋକୁ ଧକ୍କା ଦେଇ ଫେରାର ମାରିଲା ଟ୍ରକ

ବୌଦ୍ଧ : ଅଟୋକୁ ଧକ୍କା ଦେଇ ଫେରାର ମାରିଲା ଟ୍ରକ । ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ଜଣକ କନ୍ଧମାଳ ଜିଲ୍ଲା ସଡ୍ରୁକୁମ୍ପାର ସିମାଞ୍ଚଳ ଜାନୀ ବୋଲି
Read More...