Browsing Tag

bhubaneswar news

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର : ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର…
Read More...

କଳିଙ୍ଗ ମିଡ଼ିଆ ସର୍ଭିସେସ୍‌ର ୧୪ତମ ବ୍ୟାଚ୍‌ ସମାବର୍ତ୍ତନ ଏବଂ କଳିଙ୍ଗ ମିଡ଼ିଆ ସମ୍ମାନ ସମ୍ବର୍ଦ୍ଧନା ସମାରୋହ…

ଭୁବନେଶ୍ଵର : ଆଜି ଭୁବନେଶ୍ୱର ସ୍ଥିତ ଗ୍ଲୋବାଲ ଇନ୍‌ଷ୍ଟିଚ୍ୟୁଟ ଅଫ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ ପରିସରରେ କଳିଙ୍ଗ ମିଡ଼ିଆ ସର୍ଭିସେସର ୧୪ତମ ବ୍ୟାଚ୍‌ ସମାବର୍ତ୍ତନ ଏବଂ କଳିଙ୍ଗ ମିଡ଼ିଆ ସମ୍ମାନ ସମର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ…
Read More...

ହିତାଧିକାରୀ ପିଛା ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି…
Read More...

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ…
Read More...

ଆସନ୍ତା ୯ ତାରିଖରେ ରାଜ୍ୟରେ କାଁ ଭାଁ ବର୍ଷା

ଭୁବନେଶ୍ୱର : ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା । ୫ରେ ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୬ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୭, ୮ ଓ ୯ ତାରିଖରେ ଗଞ୍ଜାମ,…
Read More...

କନ୍ଧମାଳ ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା

ଡାକ୍ତର ଦଳ ରିପୋର୍ଟ ଅନୁଯାୟୀ ଫୁଡ ପଏଜନିଙ୍ଗ ଯୋଗୁଁ ମୃତ୍ୟୁ ଘଟିଛିସମସ୍ତ ଆକ୍ରାନ୍ତ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ଅନ୍ତର୍ଭୁକ୍ତ ନିୟମିତ ଭାବେ ଚାଉଳ ପାଉଛନ୍ତି ଭୁବନେଶ୍ୱର : କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ୨ ଜଣ…
Read More...

ପ୍ୟାକ୍‌ସ ଓ ଲ୍ୟାମ୍ପସ୍‌ ଭିତ୍ତିଭୂମିର ସୁଦୃଢ଼ୀକରଣ ପାଇଁ ଅର୍ଥ ମଞ୍ଜୁର

୮୮୫ଟି ପ୍ୟାକ୍‌ସ / ଲ୍ୟାମ୍ପସ୍ ପାଇଁ ୧୦୨, ୩୯, ୩୩, ୪୦୦/- ଟଙ୍କା ମଞ୍ଜୁରନିର୍ମାଣ ହେବ ୫୦ ମେଟ୍ରିକ୍ ଟନ୍ ବିଶିଷ୍ଟ ଗୋଦାମଗୃହ ଓ ନିଜସ୍ୱ କାର୍ଯ୍ୟାଳୟନୂତନ ପ୍ୟାକ୍‌ସ / ଲ୍ୟାମ୍ପସ୍ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ପାଇଁ ଦେଇପାରିବେ ପ୍ରସ୍ତାବ ଭୁବନେଶ୍ୱର : ଭିତ୍ତିଭୂମିର ବିକାଶ…
Read More...

ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ

ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତରଅପର ଲାନ୍ଥ ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତରପାଟଣାଗଡ ବାଇପାସ୍ ରୋଡ୍ ପାଇଁ ଭିତ୍ତିପ୍ରସ୍ତରପଟଣାଗଡ ଉପଖଣ୍ଡ ମେଡିକାଲ ଓ ଡାଏଲିସିସ୍ କେନ୍ଦ୍ର ଉଦ୍‌ଘାଟିତଟିଟଲାଗଡ ଡାଏଲିସିସ୍‌ କେନ୍ଦ୍ର ଉଦ୍‌ଘାଟିତପାଟଣାଗଡ ଓ ବେଲପଡା ବ୍ଲକ…
Read More...

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ…
Read More...

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

ସୁଦୃଢ ପ୍ରାକପ୍ରସ୍ତୁତି ଏବଂ ଟିମ୍‌ ୱାର୍କ ଯୋଗୁ ବାତ୍ୟା ‘ଦାନା’ ମୁକାବିଲାରେ ‘ଶୂନ୍ୟ ଜୀବନହାନୀ’ ଲକ୍ଷ୍ୟ ହାସଲପ୍ରତି ଗାଁରେ ଗୋଟେ ଲେଖାଏଁ Response Teamଗଠନ କରାଯିବଗୋଟିଏ ଅତ୍ୟାଧୁନିକ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ନିର୍ମାଣ ହେବଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ…
Read More...