୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ପୂର୍ବକେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି!-->…
Read More...
Read More...