Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନ ଶୁଣାଣି ପରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଖର୍ଚ୍ଚ ହେବ ୧୪ କୋଟି ଟଙ୍କା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି
Read More...

ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

୫ଟି ଅଧକ୍ଷଙ୍କ ଜିଲ୍ଲାଗସ୍ତ ପରେ ୧୦୦ ବର୍ଷର ସମସ୍ୟାର ସମାଧାନ ହେଲା ୧୦୦ ଦିନରେଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ୯୦୦ ପରିବାର, ସୋରଡା ତହସିଲର ୧୬୬୨ ଲୋକହେଲେ ଉପକୃତଗଞ୍ଜାମର ଆଉ ୧୮ ହଜାର ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ଗ୍ରାମକଣ୍ଠ ପଟ୍ଟା, ଆଗରୁ ପାଇଥିଲେ୨୦ ହଜାରବିକାଶ ପାଇଁ
Read More...

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତ, ୬୩ ଲକ୍ଷ ଲୋକ ଉପକାର ପାଇଲେକୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିଲା, ଉପକୃତ ହେବେ ୧୩ ଲକ୍ଷଲୋକଲକ୍ଷ୍ମୀ ଯୋଜନା
Read More...

ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ସୋମବାର ସନ୍ଧ୍ୟାରେ ଉଦ୍‌‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦ୍‌‌ଘାଟନ କରିଛନ୍ତି । ଏହି କେନ୍ଦ୍ରରେ ମାଇଣ୍ଡ ଲ୍ୟାବ୍‌‌, ରିହାବିଲିଟେସନ୍‌‌ ଲ୍ୟାବ୍‌‌, ରିକଭରି
Read More...

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି କୌଣସି ସ୍ଥାନରେ
Read More...

ଥରାଉଛି ଶୀତ

ଭୁବନେଶ୍ୱର : ରାଜ୍ୟରେ ହଠାତ୍‌ ଖସିଲା ତାପମାତ୍ରା । ଅନେକ ସ୍ଥାନରେ ରାତିରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଯାଇଛି । କେନ୍ଦୁଝରରେ ସୋମବାର ଦିନ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିଲା । ଜିଲ୍ଲାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୬
Read More...

ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌

ଭୁବନେଶ୍ୱର : ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌ । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ଲୁଟ ହୋଇଥିବା ଖବର ମିଳଛି । ଦୁର୍ବୃତ୍ତମାନେ ଗ୍ୟାସ୍‌‌ କଟରରେ କାଟି ଲିଙ୍ଗରାଜ ମନ୍ଦିର ନିକଟ ହାଟସାହିରେ ଥିବା ଏଟିଏମ୍‌‌ରୁ ପ୍ରାୟ ୧୫ ଲକ୍ଷ ଲୁଟି ନେଇଛନ୍ତି ।
Read More...

ଟ୍ରେନ୍‌ ଧକ୍କାରେ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର : ଗୁଡି ଉଡାଇଥିବା ବେଳେ ଅଘଟଣ । ଟ୍ରେନ୍‌ ଧକ୍କାରେ ଚାଲିଗଲା ନାବାଳକର ଜୀବନ । ମୃତକ ଭୁବନେଶ୍ୱର ଶହୀଦନଗର ଶାନ୍ତିପାଲ୍ଲୀ ବସ୍ତିର ତପନ ସାହୁଙ୍କ ୧୪ ବର୍ଷୀୟ ପୁଅ ସୂର୍ଯ୍ୟକାନ୍ତ ପାତ୍ର । ଖବର ଅନୁଯାୟୀ ଶନିବାର ଅପରାହ୍ନ ସମୟରେ ଟ୍ରେନ୍‌ ଲାଇନ୍‌ କଡ଼ରେ ଗୁଡି ଉଡାଉଥିଲେ ।
Read More...

ରାୟଗଡ଼ାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ଭୁବନେଶ୍ୱର : ରାୟଗଡ଼ାରୁ ଜବତ ହୋଇଛି ଜୀବନ୍ତ ବଜ୍ରକାପ୍ତା । କ୍ରାଇମ୍‌ ବ୍ରାଞ୍ଚର ସ୍ପେଶାଲ ଟାସ୍କ୍‌ ଫୋର୍ସ (ଏସ୍‌ଟିଏଫ୍‌) ରାୟଗଡ଼ା ପଦ୍ମପୁର ଥାନା ଅଖୁସିଙ୍ଗି ଛକାର ଚଢ଼ଉ କରି ୨ ଜଙ୍ଗଏ ତସ୍କରଙ୍କୁ ଗିରଫ୍‌ କରିବା ସହ ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିଛି । ଗିରଫ ୨ ତସ୍କର ହେଲେ
Read More...

ନବନିଯୁକ୍ତ ଶ୍ରମ ଅଧିକାରୀମାନଙ୍କ ନିମନ୍ତେ କାଉନ୍‌ସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ନବନିଯୁକ୍ତ ଶ୍ରମ ଅଧିକାରୀମାନଙ୍କ ନିମନ୍ତେ କାଉନ୍‌ସେଲିଂ କାର୍ଯ୍ୟକ୍ରମ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ସନ୍ଥ ଗୋପାଳନ୍‌ ଆର୍‌ ସମାରୋହରେ ଯୋଗଦେଇ
Read More...