Browsing Tag

bhubaneswar news

କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଅନୁମୋଦନ

ହବିଷ୍ୟାଳି ମା'ମାନଙ୍କୁ କାର୍ତ୍ତିକ ମାସ ବ୍ରତ ସମୟରେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର : କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଆଜି ଓଡ଼ିଶା ସରକାରଙ୍କ ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର…
Read More...

ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ସ୍ଵଚ୍ଛତା ହିଁ ସେବା ଅଭିଯାନ ଓ ହିନ୍ଦୀ ପକ୍ଷ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଅକ୍ଟୋବର ପହିଲା ଭାରତ ସଞ୍ଚାର ନିଗମ ଲିଃ (ବିଏସ୍‌ଏନ୍‌ଏଲ୍‌)ର ୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଓଡ଼ିଶା ବିଏସ୍‌ଏନ୍‌ଏଲ୍‌ ପରିମଣ୍ଡଳ ପକ୍ଷରୁ ‘ସ୍ୱଚ୍ଛତା ହିଁ ସେବା ଅଭିଯାନ’ ଅନ୍ତର୍ଗତ ବ୍ୟାପକ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱଚ୍ଛତା…
Read More...

ସଫଳତାର ଅନ୍ୟ ନାଁ ବଲାଙ୍ଗିରର ଶୁଭମ ଦର୍ଜୀ

ଯୁବ ଉଦ୍ୟୋଗୀ ତଥା ୟଙ୍ଗ୍‌ ଷ୍ଟାର୍‌ ଶୁଭମ୍‌ କୁମାର ଦର୍ଜୀ । ଏହି ନାଁ ଏବେ କିଏ ବା ନ ଜାଣେ । ଯୁବପୀଢୀ ଠୁ ଆରମ୍ଭ କରି ଏବେ ସମସ୍ତଙ୍କ ମୁହଁରେ ରହିଛି ଶୁଭମ୍‌ଙ୍କ ନାଁ । ଯୁବପୀଢୀଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି ବଲାଙ୍ଗିର ସହରର ରାଧାରାଣୀପଡ଼ା ନିବାସୀ ଶୁଭମ୍‌ ଦର୍ଜୀ । ଶୁଭମ…
Read More...

ଦ୍ୱିତୀୟ ଦିନରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଭୁବନେଶ୍ୱର : ସର୍ବ ପ୍ରଥମେ ମୁଁ ଓଡିଶା ପୋଲିସକୁ ଧନ୍ୟବାଦ ଦେବି ଏବଂ ମୋର କହିବାରେ ତିଳେମାତ୍ର ଦ୍ଵିଧା ନାହିଁ ଯେ, ମୋଟାମୋଟି ଭାବେ ଓଡିଶା ପୋଲିସ ଏକ ଶୃଙ୍ଖଳିତ, ଲୋକାଭିମୁଖୀ ଏବଂ ଦକ୍ଷ ପୋଲିସ ବଳ । ଯେପରି ଭାବେ ପ୍ରତ୍ୟେକ କ୍ଷେତ୍ରରେ କିଛି ବ୍ୟତିକ୍ରମ ଥାଏ ସେମିତି କିଛି ବ୍ୟତିକ୍ରମ…
Read More...

ସ୍ୱଚ୍ଛତା ହିଁ ସେବା ସମ୍ପର୍କିତ ଦୁଇ ଦିନିଆ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟିତ

ଗତ ୧୦ ବର୍ଷ ମଧ୍ୟରେ ଦେଶରେ ୧୨ କୋଟିରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ କରାଯାଇଛି : ସାଂସଦ ଡା. ସମ୍ବିତ ପାତ୍ର ଭୁବନେଶ୍ୱର : ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ…
Read More...

ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ଉପ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଧାନର ଗୁଣବତ୍ତା ଯାଂଚ ପାଇଁ ଗ୍ରେନ୍ ଆନାଲାଇଜର ବ୍ୟବହାର କରାଯିବଧାନର ଓଜନ ଜାଣିବା ପାଇଁ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ହେବସର୍ବମୋଟ୍‌ ୪୦୦୬ଟି ମଣ୍ଡିରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଲକ୍ଷ୍ୟ ଭୁବନେଶ୍ୱର : ଲୋକସେବା ଭବନର କନଭେନସନ୍‌ ହଲ୍‌ରେ ଆଜି ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ…
Read More...

ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ପାତ ଓ ଖଣି ବିଭାଗର କାର୍ଯ୍ୟାବଳୀ ନେଇ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ…
Read More...

ସାରା ରାଜ୍ୟରେ ପ୍ରବଳ ବର୍ଷା : ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼,…
Read More...

ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ…

ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ, ୬୦ ଦିନ ମଧ୍ୟରେ ଆସିବ ରିପୋର୍ଟକୋର୍ଟ ତଦାରଖରେ ତଦନ୍ତ ପାଇଁ ହାଇକୋର୍ଟଙ୍କୁ ଅନୁରୋଧ ଭୁବନେଶ୍ୱର : ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ…
Read More...

ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱରରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ସହ ଚତୁର୍ଥ ଆଞ୍ଚଳିକ ବୈଠକ ଅନୁଷ୍ଠିତ

ଇଏଲ୍‌ଆଇ ଯୋଜନା ଅଧୀନରେ ନିଯୁକ୍ତି ସୃଷ୍ଟି, ନିଯୁକ୍ତି ସାମର୍ଥ୍ୟକୁ ପ୍ରୋତ୍ସାହିତ କରିବା ଏବଂ ଶ୍ରମ ଶକ୍ତିର ଆନୁଷ୍ଠାନିକ ରୂପ ଦେବା ପାଇଁ ଉଭୟ ବୃହତ ଉଦ୍ୟୋଗ ଓ ଏମ୍‌ଏସ୍‌ଏମ୍‌ଇକୁ ସହଯୋଗ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ : ମନ୍ତ୍ରଣାଳୟ ସଚିବଶ୍ରମ ସଂସ୍କାର, ଶ୍ରମ କଲ୍ୟାଣ, ଗୁଣାତ୍ମକ…
Read More...