ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୬!-->…
Read More...
Read More...