Browsing Tag

bhubaneswar news

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କୃଷକ ସମୃଦ୍ଧି ଯୋଜନାରେ ଚାଷୀ ସର୍ବାଧିକ ଲାଭବାନ ହେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱଚଳିତ ବର୍ଷରେ ୧ କୋଟି ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ସଂଗ୍ରହ ହେବଇ-ବାହନ ଆପ୍‌ ଯୋଗେ ହେବ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ଟ୍ରାକିଂଗୁଣବତ୍ତା ଯାଞ୍ଚ…
Read More...

ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲ । ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ…
Read More...

ଭୁବନେଶ୍ୱର ଜାଭିୟର୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟର ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ଷଷ୍ଠ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୩୭ ବର୍ଷର ସମୃଦ୍ଧ ପରମ୍ପରା ପାଳନ କରି ଭୁବନେଶ୍ୱର ଜାଭିୟର୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ୧୪ ସେପ୍ଟେମ୍ବରରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ଷଷ୍ଠ ସଂସ୍କରଣ ଆୟୋଜନ କରୁଛି । ଚଳିତ ବର୍ଷର ଶିଖର ସମ୍ମିଳନୀ…
Read More...

ଆସୁଛନ୍ତି ମୋଦୀ : ବଢୁଛି ଉତ୍ସାହ

ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇବା ନିରନ୍ତର ପ୍ରକ୍ରିୟାକୌଣସି ଫୋନ୍‌ କଲ୍‌ / ଫେକ୍‌ ଲିଙ୍କ୍‌କୁ ବିଶ୍ୱାସ ନକରିବାକୁ ପରାମର୍ଶ ଭୁବନେଶ୍ୱର : ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ଗାଁ ଗାଁରେ ଉତ୍ସାହ ବଢୁଛି । ଆସନ୍ତାକାଲି ତା.୧୭/୦୯/୨୦୨୪ରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More...

ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ…
Read More...

୧୭ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ କଲେଜ ଗୁଡିକ ସମ୍ପୂର୍ଣ୍ଣ ଛୁଟି ରହିବ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ…
Read More...

ବିଶ୍ୱ ପ୍ରାଥମିକ ଉପଚାର ଦିବସ : ଘରେ ଘରେ ପ୍ରାଥମିକ ସେବା ସହାୟକ ସୃଷ୍ଟି କରିବା

ଭୁବନେଶ୍ୱର : ଭାରତୀୟ ରେଡ୍‌କ୍ରସ୍‌ ସୋସାଇଟି ଓଡିଶା ରାଜ୍ୟ ଶାଖାର ଅବୈତନିକ ସଚିବ ବିଭୁତି ଭୂଷଣ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆଇସିଆର୍‌ସି ୟୁନିଟ୍‌ ଦ୍ୱାରା ପ୍ରାଥମିକ ଉପଚାର ଦିବସ ଭୁବନେଶ୍ୱର ସ୍ଥିତ ରେଡ୍‌କ୍ରସ୍‌ ଭବନ ଭୁବନେଶ୍ୱରରେ ପାଳିତ ହୋଇଯାଇଛି । ଚଳିତ ବର୍ଷର ଆଭିମୁଖ୍ୟ ଥିଲା…
Read More...

ଆଜି ରାଜ୍ୟରେ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ…
Read More...

ଯାତ୍ରୀ ସୁରକ୍ଷା ପ୍ରତି କୌଣସି ଅଣଦେଖା କରାଯିବ ନାହିଁ : ପରିବହନ ଆୟୁକ୍ତ

ରାଜ୍ୟ ପରିବହନ ପ୍ରାଧିକରଣ ଓ ବସ୍ ମାଲିକ ସଂଘ ମଧ୍ୟରେ ବୈଠକଫିଟ୍‌ନେସ୍‌ ଯାଞ୍ଚ ନିର୍ଦ୍ଦେଶନାମା ସଂପର୍କରେ ସ୍ପଷ୍ଟ କଲେ ଆୟୁକ୍ତଚେକଲିଷ୍ଟରେ ଯୋଡ଼ା ଯାଇନି ନୂଆ କଥା, ଆଇନର ସଠିକ ଅନୁପାଳନ ପାଇଁ ନିର୍ଦ୍ଦେଶସଡ଼କ ସୁରକ୍ଷା କ୍ଷେତ୍ରରେ ଲୋଡ଼ିଲେ ବସ୍ ମାଲିକ ସଂଘର ସହଯୋଗ ଭୁବନେଶ୍ୱର :…
Read More...

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ କାର୍ଯ୍ୟାବଳୀର ସମୀକ୍ଷା କଲେ ମନ୍ତ୍ରୀ

ସୁରକ୍ଷା ଓ ନିରାପତ୍ତା ପାଇଁ ସବୁଠି ସ୍ଥାପିତ ହେବ ସିସିଟିଭି କ୍ୟାମେରାନିଗମର ସାମଗ୍ରିକ ଦକ୍ଷତା ଓ କାର୍ଯ୍ୟକାରିତାକୁ ସୁଦୃଢ଼ କରିବାକୁ ପରାମର୍ଶଆନ୍ତର୍ଜାତୀୟ ମାନଦଣ୍ଡର ନୂତନ ଗୋଦାମ ଗୃହ ନିର୍ମାଣ ପାଇଁ ପରାମର୍ଶ ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ମୁଖ୍ୟ କାର୍ଯ୍ୟାଳୟରେ…
Read More...