ଆସନ୍ତା କାଲି ପ୍ରବଳ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସୁଛି ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ!-->…
Read More...
Read More...