Browsing Tag

bhubaneswar news

ରାଜ୍ୟ ପୁଲିସ ମୁଖ୍ୟାଳୟରେ ୬୬ତମ ଶହୀଦ ଦିବସ ଅନୁଷ୍ଠିତ

ଭୁବନେଶ୍ୱର : ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଦେଶ
Read More...

୧୧ ଓ ୧୩ ବର୍ଷରୁ କମ ବୟସ ବର୍ଗର ରାଜ୍ୟ ବେଡମିଣ୍ଟନ ଚାମ୍ପିୟନସିପ ଉଦଯାପିତ

୧୩ ବର୍ଷରୁ କମ୍‌ ବର୍ଗରେ ଅୟଙ୍କ ସାହୁଙ୍କୁ ତ୍ରିମୁକୁଟଲଷ୍ମୀପ୍ରିୟାଙ୍କୁ ଦ୍ୱିମୁକୁଟ୧୧ବର୍ଷରୁ କମ ବାଳକ ବର୍ଗରେ,ସମର ମହାନ୍ତିଙ୍କୁ ଦ୍ୱିମୁକୁଟ,ବାଳିକାରେ ଆରନି ବେହେରା ଚମ୍ପିୟାନ ଭୁବନେଶ୍ୱର : ଓଡିଶା ରାଜ୍ୟ ବେଡ଼ମିଣ୍ଟନ ସଂଘ ଦ୍ୱାରା ଆୟୋଜିତ ୧୧ ଓ ୧୩ରୁ କମ୍‌ ବୟସ ବର୍ଗ ରାଜ୍ୟ
Read More...

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲାପେନସନ୍‌ଭୋଗୀଙ୍କ ଟି. ଆଇରେ ମଧ୍ୟ ବୃଦ୍ଧି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଏହା
Read More...

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍‌ନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ମିଳିଥିବା ବେଳେ ୫୯ ଏକର ଜମିକୁ ନେଇ ବିକାଶ ପାଇଁ ଡ଼ିପିଆର୍‌ ପ୍ରସ୍ତୁତ ହେବ ବୋଲି ସୂଚନା
Read More...

ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ ହେଲେ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର

ଭୁବନେଶ୍ୱର : ଶିରିଷ ଚନ୍ଦ୍ର ମୁର୍ମୁ ହେଲେ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର । କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି । ବର୍ତ୍ତମାନ ଆରବିଆଇର କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ
Read More...

ଯାଜପୁର ଜିଲ୍ଲାର ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି

ଭୁବନେଶ୍ୱର : ଯାଜପୁର ଜିଲ୍ଲାର ଐତିହ୍ୟ, ସାଂସ୍କୃତିକ ପରମ୍ପରା, ବିରଜା ସଂସ୍କୃତିର ଇତିହାସ, ଭାରତର ସ୍ଵାଧୀନତା ସଂଗ୍ରାମ ଓ ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଇତ୍ୟାଦିରେ ଯାଜପୁର ଜିଲ୍ଲାର ଅବଦାନ ଉଲ୍ଲେଖନୀୟ । ଯାଜପୁର ଜିଲ୍ଲା ଓଡିଆ ସାହିତ୍ୟ ଓ ସଂସ୍କୃତିର ପ୍ରାଣକେନ୍ଦ୍ର । ରାଜ୍ୟ
Read More...

ରବିରଞ୍ଜନ ପୂଜାରୀ ଓଡିଶା ହୋଟେଲ ମହାସଂଘର ଯୁଗ୍ମ ସମ୍ପାଦକ ନିର୍ବାଚିତ

ଭୁବନେଶ୍ୱର : ଚଳିତ ବର୍ଷ ଓଡିଶା ହୋଟେଲ ମହାସଂଘର ସାଧାରଣ ନିର୍ବାଚନ ଭୁବନେଶ୍ୱର ସ୍ଥିତ ହୋଟେଲ ସ୍ୱସ୍ଥି ପ୍ରିମିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାଧାରଣ ସଭାରେ ଓଡିଶାର ବିଭିନ୍ନ ହୋଟେଲ ପ୍ରାନ୍ତରୁ ଅନେକ ସଭ୍ୟସଭ୍ୟା ଯୋଗଦାନ କରିଥିଲେ । ଶ୍ରୀଯୁକ୍ତ ପୂଜାରୀ ବଲାଙ୍ଗିର ଜିଲ୍ଲାର
Read More...

ପୂଜା ପାଇଁ ଆଗୁଆ ମିଳିବ ଦରମା

ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ
Read More...

ପୁରୀରେ ହେବ ବିଶ୍ୱସ୍ତରୀୟ ମେରାଇନ୍‌ ଆକ୍ୱାରିୟମ୍‌ କରିବା ପାଇଁ ଓଡ଼ିଶା ସରକାରଙ୍କ ବଡ଼ ଯୋଜନା

ଭୁବନେଶ୍ୱର : ପୁରୀରେ ହେବ ବିଶ୍ୱସ୍ତରୀୟ ମେରାଇନ୍‌ ଆକ୍ୱାରିୟମ୍‌ କରିବା ପାଇଁ ଓଡ଼ିଶା ସରକାରଙ୍କ ବଡ଼ ଯୋଜନା କରୁଛନ୍ତି । ଏହି ପ୍ରକଳ୍ପ ମାଧ୍ୟମରେ ମେରାଇନ୍‌ ଟୁରିଜମ୍‌କୁ ପ୍ରୋତ୍ସାହନ ଦେବା ସହ ଶିକ୍ଷା, ସଂରକ୍ଷଣ ଓ ବହୁମୁଖୀ ବିକାଶ ଉପରେ ଗୁରୁତ୍ୱ ଦିଆଯିବ । ପୁରୀ ସମୁଦ୍ର କୂଳ ନିକଟରେ
Read More...

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର : ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ସରକାର ସୁରୁଖୁରୁରେ ଅଧିବେଶନ ଚଳାଇବାକୁ ଚାହୁଁଥିବାବେଳେ କେତେକ ପ୍ରସଙ୍ଗରେ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି । ଏହି ଅଧିବେଶନରେ ୭ଟି କାର୍ୟ୍ୟଦିବସ ରହିଛି । ବୁଧବାର ସନ୍ଧ୍ୟା ସୁଦ୍ଧା କଂଗ୍ରେସ ଓ
Read More...