Browsing Tag

bhubaneswar news

ବିଶ୍ୱ ମତ୍ସ୍ୟ ଦିବସ ଅବସରରେ ‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କ 5T ଉପକ୍ରମରେ କାର୍ଯ୍ୟକାରୀ ହେବଯୋଜନାରେ ରହିଛି ୧୬ଟି କାର୍ଯ୍ୟକ୍ରମ, ଚଳିତ ବର୍ଷ ଖର୍ଚ୍ଚ ହେବ ୪୪୮ କୋଟିଉପକାର ପାଇବେ ଏକ ଲକ୍ଷରୁ ଅଧିକ ମତ୍ସ୍ୟଜୀବୀ, ୫୦ ହଜାରରୁ ଅଧିକ ମତ୍ସ୍ୟଚାଷୀ ଓ ୧୧ ହଜାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀଆମ ଜଳ ସଂପଦର ପୂର୍ଣ୍ଣ ବିନିଯୋଗ ଆମର
Read More...

ବସ୍ତିବାସିନ୍ଦାଙ୍କୁ ମିଳିଲା ଆଶ୍ରୟ, ସମ୍ମାନର ସହ ବଞ୍ଚିବାର ଅଧିକାର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ୧୭୨୨ଟି ଜଣ ହିତାଧିକାରୀ ଘର ପାଇଲେଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ସୁଲଭ ବାସଗୃହ,ସତ୍ୟନଗର ଶାନ୍ତିପଲ୍ଲିରେ ବସ୍ତି ପୂନଃର୍ବିକାଶ ପ୍ରକଳ୍ପ,ଓ ସୁବୁଦ୍ଧିପୁରରେ ସୁଲଭ ବାସଗୃହ ପ୍ରକଳ୍ପ ଭୁବନେଶ୍ୱର : ଭୁବନେଶ୍ୱରର
Read More...

ଆସନ୍ତାକାଲିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ କ୍ଷେତ୍ର । ଏହା କ୍ରମେ ଘନୀଭୂତ ହୋଇ ୧୬ ତରିଖ ବେଳକୁ ଅବପତାର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୧୫ ତାରିଖରୁ ପାଗ ମେଘୁଆ ରହିବ । ହାଲୁକା ବର୍ଷା ସମ୍ଭାବନା ମଧ୍ୟ
Read More...

ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା

ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହେଲା,ଏକ ମାସ ମଧ୍ୟରେ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସରିଥିବାରୁସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀସମୁଦାୟ ୧୬.୫୦ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେକେନ୍ଦୁଝରରୁ ଆରମ୍ଭ ହୋଇଥିଲା, ବାଣର ଶବ୍ଦ ଓ ଆଲୋକର
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ଏହି ସାକ୍ଷାତ ସମୟରେ ଓଡ଼ିଶାର ବିକାଶ ନେଇ ଆଲୋଚନା ହୋଇଥିବା ଜଣାପଡିଛି ।
Read More...

ଆମ ଓଡିଶା ନବୀନ ଓଡିଶା ଦ୍ୱାଦଶ ଦିନରେ : ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡର ୬ଟି ନିର୍ବାଚନମଣ୍ଡଳୀ ପାଇଁ ୧୩୯.୫୦ କୋଟି : ୩୦୧୬ ପ୍ରକଳ୍ପଢେଙ୍କାନାଳର ୪ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୦୬ କୋଟି : ୩୦୫୩ ପ୍ରକଳ୍ପବୌଦ୍ଧର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୩୪.୫୦ କୋଟି : ୧୧୫୯ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାଏହି କାର୍ଯ୍ୟକ୍ରମ ଗାଁରେ ଆଧୁନିକ
Read More...

ଆମ ଓଡିଶା ନବୀନ ଓଡିଶା ୧୧ତମ ଦିନରେ : କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୮୫.୫୦ କୋଟି : ୨୦୯୯ ପ୍ରକଳ୍ପଅନୁଗୋଳର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୧୨.୫୦ କୋଟି : ୨୭୯୬ ପ୍ରକଳ୍ପଗଜପତିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୭୪.୫୦ କୋଟି - ୧୬୬୨ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାସଂସ୍କୃତି ଓ ଆଧୁନିକତାର ସମନ୍ଵୟ ହିଁ
Read More...

ଆମ ଓଡିଶା ନବୀନ ଓଡିଶା ୧୦ମ ଦିନରେ : ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୦.୫୦ କୋଟି – ୨୪୨୭ ପ୍ରକଳ୍ପସମ୍ବଲପୁରର ୩ଟି ନିର୍ବାଚନ ମଣ୍ଡଳୀ ପାଇଁ ୬୯ କୋଟି – ୧୮୦୧ ପ୍ରକଳ୍ପମାଲକାନଗିରିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୫୫.୫୦ କୋଟି - ୧୪୩୦ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାଗ୍ରାମବିକାଶ କ୍ଷେତ୍ରରେ ନବୀନ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ : ଭୋର ସାଢେ ଚାରିରୁ ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ

ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ବଡିଭୋରରୁ ପୁରୀ ଯାଇ ୪.୩୦ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ପରିକ୍ରମା
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୧୪ ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ

ନଭେମ୍ବର ୪ରୁ ୧୭ ଯାଏଁ ଆବେଦନwww.msp.odisha.gov.in ରେ ଆବେଦନ କରିପାରିବେବିଭିନ୍ନ ବିଭାଗରେ ୫୯, ୧୦୯ଟି ପୁରସ୍କାର ଦିଆଯିବ ଭୁବନେଶ୍ୱର : ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରାଜ୍ୟ ସରକାରଙ୍କ ଏକ ବୃହତ ଆଭିମୁଖ୍ୟ । ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ
Read More...