Browsing Tag

bhubaneswar news

ଟୋଏଲେଟ୍‌ରେ ବି ଗଦା ଗଦା ଟଙ୍କା : ଭିଜିଲାନ୍ସ ହାତରେ ରେଞ୍ଜର ବିଭୁଦାନନ୍ଦ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ରେଂଜର ବିଭୁଦାନନ୍ଦ ମିଶ୍ର । ଭୁବନେଶ୍ୱରରେ ଦାମୀ ଫ୍ଲାଟ୍‌, ବହୁତଳ ବିଶିଷ୍ଟ କୋଠା ଭିଜିଲାନ୍ସ ଠାବ କରିଥିବା ବେଳେ ବିଭୁଦାନନ୍ଦଙ୍କ ଟୋଏଲେଟ୍‌ ଫ୍ଲସ୍‌ ଭିତରୁ ବି…
Read More...

୨୪ ତାରିଖରେ ରାଜ୍ୟରେ ଘୂର୍ଣ୍ଣିବଳୟ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ବାଲେଶ୍ୱର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ ହେବ । ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ । ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ…
Read More...

ବିଶ୍ୱ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ପ୍ୟାରିସରେ ଐତିହାସିକ ବିଜୟର ଆନନ୍ଦରେ ମୁଖରିତ ଭୁବନେଶ୍ୱରଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା, ଓଡିଆ ଖେଳାଳି ଅମିତ୍‌ଙ୍କୁ ୪କୋଟି, ଗୋଲକିପର ଶ୍ରୀଜେସ୍‌ଙ୍କୁ ସ୍ୱତନ୍ତ୍ର ଭାବେ ୫୦ ଲକ୍ଷ ଟଙ୍କା ଏବଂ ସପୋର୍ଟିଂ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାରଭାରତୀୟ ହକି ଦଳର ଏହି…
Read More...

ନୂଆ ଡିଜିପିଙ୍କୁ ଭେଟିଲେ କନକ ବର୍ଦ୍ଧନ

ଭୁବନେଶ୍ଵର : ଆଜି ଲୋକ ସେବା ଭବନରେ ଓଡିଶାର ନୂଆ ଊଏଚ ଯୋଗେଶ ବହାଦୁର ଖୁରାନିଆଙ୍କୁ ଭେଟି ସ୍ଵାଗତ ଜଣାଇଛନ୍ତି ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି ଅବସରରେ ରାଜ୍ୟର ଆଇନ ଶୃଙ୍ଖଳା ଓ ସୁରକ୍ଷାକୁ କେମିତି ସୁଦୃଢ କରିହେବ ସେ ବିଷୟକୁ ନେଇ ଆଲୋଚନା କରିଥିଲେ ନୂଆ…
Read More...

ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ପରାମର୍ଶରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ମିଳିତ ଭାବେ ଗୋଟିଏ ଟିମ୍‌ ଭାବେ କାମ କରିବା ଉପରେ ଗୁରୁତ୍ୱାରୋପ ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ…
Read More...

ମେସେଜିଂ ସେବାର ଅପବ୍ୟବହାର ରୋକିବା ପାଇଁ ପଦକ୍ଷେପ ନେବାକୁ ଆକ୍ସେସ୍ ସେବା ପ୍ରଦାନକାରୀଙ୍କୁ ଟ୍ରାଇ ପକ୍ଷରୁ…

ଭୁବନେଶ୍ୱର, (ପିଆଇବି) : ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ଆଜି ମେସେଜିଂ ସେବାର ଅପବ୍ୟବହାର ରୋକିବା ଏବଂ ଠକାମିରୁ ଉପଭୋକ୍ତାଙ୍କୁ ରକ୍ଷା କରିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶନାମା ଜାରି କରିଛି । ଆଜି ଜାରି ହୋଇଥିବା ଏକ ନିର୍ଦ୍ଦେଶନାମା ଜରିଆରେ ଟ୍ରାଇ…
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀର ପୁସ୍ତକ ଉନ୍ମୋଚନ ଓ କବିସନ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ଥାନୀୟ ବୁଦ୍ଧ ମନ୍ଦିର ସ୍ଥିତ ପ୍ରେକ୍ଷାଳୟରେ ପୁସ୍ତକ ଉନ୍ମୋଚନ ଏବଂ କବିସନ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ କାର୍ଯ୍ୟକ୍ରମରେ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ଦ୍ୱାରା ରଚିତ ଇଂରାଜୀ କାବ୍ୟ ଦ୍ରୌପଦୀ : ଦି…
Read More...

ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ(୫୮)ଙ୍କ ବିୟୋଗ । ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଝିଙ୍ଗିଆ । ଗତ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ସାରା ଓଡ଼ିଶାରେ…
Read More...

ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୬…
Read More...

୨୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ମୌସୁମୀ ଜନିତ ବର୍ଷା ସାରା ରାଜ୍ୟରେ ଜାରି…
Read More...