ଆଜି ଓଡ଼ିଶାରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡିରେ ପ୍ରବଳ!-->…
Read More...
Read More...