Browsing Tag

bhubaneswar news

ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

ଭୁବନେଶ୍ୱର : ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ…
Read More...

ସିବିସି ପକ୍ଷରୁ ବୋଲଗଡ଼ରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବ୍ୟୁରୋ, ଭୁବନେଶ୍ୱର ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବୋଲଗଡଠାରେ ବିଭାଜନ ବିଭିଷୀକା ସ୍ମୃତି ଦିବସ ପାଳିତ ହୋଇଯାଇଛି । ବାଚସ୍ପତି ସୁରମା ପାଢୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଦେଶ ବିଭାଜନରେ…
Read More...

୧୭ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା

ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ କାଁ ଭାଁ ବର୍ଷା । ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ନିଅଣ୍ଟିଆ ବର୍ଷା ସ୍ଥିତି ବଢିବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୪ ଦିନ…
Read More...

କାଲିଠୁ ପ୍ରବଳ ବର୍ଷା : ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା,…
Read More...

୧୪ରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ସହ ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କେନ୍ଦୁଝର…
Read More...

କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା

ଓଡ଼ିଶା ପାଇଁ ଏକା ଥରେ ୧୫ ହଜାର କୋଟି ଟଙ୍କାର ୬ଟି ରେଳ ପ୍ରକଳ୍ପ ଘୋଷଣାରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ, ବିକାଶ ତ୍ୱରାନ୍ୱିତ ହେବରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟାନ୍ଵୟ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ -…
Read More...

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ପୂର୍ବାନୁମାନ କଲା ପାଣିପାଗ

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ…
Read More...

ଏସ୍‌ସିବି ମେଡିକାଲ ନୂତନ କୋଠା ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଆହତଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ସହ ଆଶୁ ଆରୋଗ୍ୟ କାମନା କଲେ ମନ୍ତ୍ରୀ ଭୁବନେଶ୍ୱର : ୨୦୨୪- ନିର୍ମାଣଧୀନ ଏସ୍‌ସିବି ମେଡିକାଲ ନୂତନ କୋଠା ଦୁର୍ଘଟଣାର ଶିକାର ହୋଇଥିବା ୩ ଜଣ ଆହତଙ୍କୁ ଆଜି ସଂଧ୍ୟାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଭେଟିବା ସହ…
Read More...

ଆସନ୍ତା କାଲି ପ୍ରବଳ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସୁଛି ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ…
Read More...

ରାଜ୍ୟସଭାରେ ନକଲି ଏସ୍‌ସି, ଏସ୍‌ଟି ଏବଂ ଜାଲଜାତି ପ୍ରମାଣପତ୍ର ଧାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗର୍ଜିଲେ…

ଭୁବନେଶ୍ୱର : ନକଲି ଅନୁସୂଚିତ ଜାତି ଏବଂ ନକଲି ଅନୁସୂଚିତ ଜନଜାତି ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଂସଦ ନିରଞ୍ଜନ ବିଶି ରାଜ୍ୟସଭାରେ ପ୍ରସଙ୍ଗ ଉପସ୍ଥାପନ କରିଥିଲେ । ବିଶେଷକରି ଅନୁସୂଚିତ ଜାତି (ଏସ୍‌ସି), ଅନୁସୂଚିତ ଜନଜାତି (ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ…
Read More...