Browsing Tag

bhubaneswar news

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ…

ଭୁବନେଶ୍ୱର : ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି । ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ…
Read More...

ବିଧାନସଭାରେ ଆଜି ହେବ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର : ବିଧାନସଭାରେ ଆଜି ଉପବାଚସ୍ପତି ନିର୍ବାଚନ ହେବ । ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ଆଜି କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି…
Read More...

ଓଡ଼ିଶାରେ ଆଉ ୩ ଦିନ ବର୍ଷା : ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର : ଓଡ଼ିଶାରେ ଆଉ ୩ ଦିନ ବର୍ଷା । ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା । ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ୩ ଦିନ ଏପରି ବର୍ଷା ଜାରି ରହିବ । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ । ଏନେଇ ପୂର୍ବାନୁମାନ କରିଛି…
Read More...

ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି : ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର : ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି । ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର…
Read More...

ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର,…
Read More...

ବିଧାନସଭା ପ୍ରଥମ ଅଧିବେଶନରେ ଆଜି କକ୍ଷତ୍ୟାଗ କରିଛି ବିଜୁ ଜନତା ଦଳ

ଭୁବନେଶ୍ୱର : ବିଧାନସଭା ପ୍ରଥମ ଅଧିବେଶନରେ ଆଜି କକ୍ଷତ୍ୟାଗ କରିଛି ବିଜୁ ଜନତା ଦଳ । ଏହି କ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି ଯେ, ସରକାରୀ କର୍ମଚାରୀଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ବର୍ତ୍ତମାନର ସରକାର ଏ ପର୍ଯ୍ୟନ୍ତ…
Read More...

୨୫ ଯାଏଁ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ମଧ୍ୟ ପ୍ରବଳ…
Read More...

ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ପୀତାମ୍ବରଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର : ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ୱ । ପୀତାମ୍ବରଙ୍କୁ ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ପୀତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ପୀତାମ୍ବରଙ୍କ ନିଯୁକ୍ତି ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…
Read More...

୨୩ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ…
Read More...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ । ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ…
Read More...