ଆଜି ରାଜ୍ୟରେ ପ୍ରବଳ ବର୍ଷା : ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ!-->…
Read More...
Read More...