Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ଭୁବନେଶ୍ୱର : ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ, ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ
Read More...

ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା

ଭୁବନେଶ୍ୱର : ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଥିଲା । ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ୱାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ

ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ
Read More...

କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ୍‌ ବୈଠକ ଓ ଜି. ଏସ୍‌. ଟି କାଉନ୍‌ସିଲ୍‌ ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ…

ଭୁବନେଶ୍ୱର : କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜି. ଏସ୍‌. ଟି କାଉନ୍‌ସିଲ୍‌ ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା
Read More...

ଏଣିକି ଏଟିଏମ୍‌ରେ ବାହାରିବ ଚାଉଳ

ଭୁବନେଶ୍ୱର : ଏଣିକି ଏଟିଏମ୍‌ରେ ବାହାରିବ ଚାଉଳ । ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ । ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଏହି ଚାଉଳ ଏଟିଏମ୍‌ । ହିତାଧିକାରୀଙ୍କୁ କାର୍ଡ ଦିଆଯିବ, ସେମାନେ ଚାଉଳ ଉଠାଇବେ ।
Read More...

ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡି ବାଳକର ମୃତ୍ୟୁ ଘଟଣା :
ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ ଓ ୪ ଲକ୍ଷ ଟଙ୍କା

ଭୁବନେଶ୍ୱର : ଭୁବନେଶ୍ୱରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ
Read More...

ବରଗଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲୋକଙ୍କ ଭିତରେ ଅଭୁତପୂର୍ବ ଉତ୍ସାହ, ହଜାର ହଜାର ଲୋକଙ୍କ ଗହଣରେ ରୋଡ ସୋ’ରେ ଗଲେ କାର୍ଯ୍ୟକ୍ରମ ସ୍ଥଳକୁ, ଲୋକଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ବରଗଡକୁ ଆଉ ଥରେ ଖୁବଶୀଘ୍ର ଆସିବିକୃଷକମାନେ ପାଇଲେ ପିଏମ୍‌ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ
Read More...

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ । ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଯିଏ କ୍ଷମତାରେ ରହି ଓଡ଼ିଶାବାସୀଙ୍କ ପାଇଁ ଯୋଜନା ଆଣୁଥିଲେ, ସିଏ ସରକାରଙ୍କ ଦୋଷତ୍ରୁଟି ଉପରେ ନଜର୍‌ ରଖିବେ । ଆଜିର ବିଧାୟକ ଦଳ
Read More...

ପ୍ରବଳ ଖରାରେ ଭାଜି ହେଉଛି ଓଡ଼ିଶା

ଭୁବନେଶ୍ୱର : ମୌସୁମୀ ଆଗମନର ୨ ସପ୍ତାହ ଅତିକ୍ରମ କରିଛି । କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଲଗାମ ଲାଗୁ ନାହିଁ । ବରଂ ପ୍ରବଳ ଖରା ଓ ଗରମରେ ଓଡ଼ିଶା ଭାଜି ହେଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ତାପମାତ୍ରା ଆହୁରି ୩ ଦିନ କଲକଲ କରିବ । ପଶ୍ଚିମ ଓଡ଼ିଶାରେ
Read More...

କୃଷି ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । କୃଷି ବିଭାଗ ଦାୟିତ୍ୱ ନେବାପରେ କୃଷି ଭବନକୁ ଯାଇ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ରାଜ୍ୟରେ କୃଷି
Read More...