ଆଜି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଆସନ୍ତାକାଲିଠୁ!-->…
Read More...
Read More...