Browsing Tag

bhubaneswar news

ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା : ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର : ବାଲେଶ୍ୱର ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ଜଣକ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସୋମବାର ଏମସ ସମାବର୍ତ୍ତନ ଉତ୍ସବକୁ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମ ସାରି ବର୍ଣ୍ଣ ୟୁନିଟ ଯାଇ
Read More...

ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ବାଲେଶ୍ୱର ଏଫଏମରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଗୁରୁତର ଛାତ୍ରୀଙ୍କୁ ଭେଟିବାକୁ ଏମ୍ସରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ରହିଛନ୍ତି । ଉଭୟ ଏମ୍ସରେ ପହଞ୍ଚି ବର୍ଣ୍ଣ ୟୁନିଟ ଆଇସିୟୁକୁ ଯାଇ ପ୍ରଥମେ
Read More...

ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର

ଭୁବନେଶ୍ୱର : ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳଲାଗି କରିବେ କାଉଡ଼ିଆ ଭକ୍ତ । ଶ୍ରାବଣ ମାସକୁ ଅନ୍ୟତମ ପବିତ୍ର ମାସ ଭାବେ ଗଣନା କରାଯାଏ । ଏହି ମାସକୁ ଶିବଭକ୍ତମାନେ ଅନେଇ ବସିଥାନ୍ତି । କେହି କେହି ଶ୍ରାବଣ ମାସର ପ୍ରଥମ ସୋମବାର ମହାଦେବଙ୍କୁ ଜଳଲାଗି କରୁଥିବା
Read More...

ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ – ୨୦୨୫

ପିତୃମାତୃହୀନ ଶିଶୁଙ୍କର ଚିହ୍ନଟ ଅଭିଯାନଓଡ଼ିଶାରେ ଆରମ୍ଭ ହେଇଛି ଅରଫାନ ସର୍ଭେ ଭୁବନେଶ୍ୱର : ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ - ୨୦୨୫ ଜୁଲାଇ ୧୧ ତାରିଖରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଙ୍ଗନବାଡି କର୍ମୀମାନେ
Read More...

ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି : ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଆଗମନ ପାଇଁ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଡିସିପି ଜଗମୋହନ ମୀନା ଓ ଅତିରିକ୍ତ କମିଶନର ନରସିଂହ ଭୋଳ ଏମ୍‌ସରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୦ ପ୍ଲାଟୁନ ଫୋର୍ସ
Read More...

ସୁସ୍ଥ ହୋଇ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ତରଫରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରାଯାଇଥିଲା । ଏହାସହ ବିମାନବନ୍ଦରରୁ ବାସଭବନ ଯାଏଁ ରୋଡ ସୋ ବି କରାଯାଇଛି ।
Read More...

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟପାଳଙ୍କୁ ପ୍ରଦାନ କଲେ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ…

ଭୁବନେଶ୍ୱର : ଚଳିତ ଜୁଲାଇ ମାସ ୯ ତାରିଖରେ ନୂଆଦିଲ୍ଲୀଠାରେ ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାରକୁ
Read More...

ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ

ଭୁବନେଶ୍ୱର : ସରିଲା କ୍ୟାରିୟର, ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ । ଘୋଷଣା କରିଛନ୍ତି ନିଜେ ସାଂସଦ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲ୍‌ଙ୍କ ବୟାନ । ସେ କହିଛନ୍ତି ଗତ ନିର୍ବାଚନ ବେଳେ ଘୋଷଣା କରିଛି ଗଚ, ଗଖଇ ପାଇଁ ଲଢ଼ିବି ନାହିଁ । କିନ୍ତୁ
Read More...

ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା : ଡ୍ରାଇଭର ଗୁରୁତର

ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ଦୁର୍ଘଟଣା । ଅଟୋ ଓ ବାଇକ୍‌କୁ ପିଟିଲା ସିଆରପିଏଫ୍ ଭ୍ୟାନ । ସିଆରପିଏଫ୍ ଭ୍ୟାନ ଧକ୍କାରେ ଓଲଟିଲା ଅଟୋ । ଦୁର୍ଘଟଣାରେ ଫାଟିଲା ଡ୍ରାଇଭରଙ୍କ ମୁଣ୍ଡ । ଘଟଣା ସ୍ଥଳରେ ପ୍ରଥମେ ପିସିଆର, ପରେ ଖାରବେଳନଗର ଥାନା ଅଧିକାରୀ ଓ କର୍ମଚାରୀ ପହଞ୍ଚି ଉଦ୍ଧାର
Read More...

ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲେ ଖଡଗେ : କହିଲେ ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ପାଇଁ

ଭୁବନେଶ୍ୱର : ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କେବଳ ଧନୀଙ୍କ ପାଇଁ । କହିଲେ ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ ହୋଇଛି । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।
Read More...