ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀରେ ପ୍ରବଳ ବର୍ଷା :
ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ୟେଲୋ!-->…
Read More...
Read More...