Browsing Tag

bhubaneswar news

ମା’ର ଆଖି ସାମ୍ନାରେ ପଇସା ପାଇଁ ବାପାଙ୍କୁ ମାରିଦେଲା ଫ୍ରଫେସର୍‌ ପୁଅ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମା'ର ଆଖି ସାମ୍ନାରେ ପଇସା ପାଇଁ ବାପାଙ୍କୁ ମାରିଦେଇଛି ଫ୍ରଫେସର୍‌ ପୁଅ ବୋଲି ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି । ଏହି ଘଟଣା ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ରଙ୍ଗମାଟିଆସ୍ଥିତ ଡିଏଚ୍‌ପିଏଲ୍‌ ହୋମ୍‌ସ ଆପାର୍ଟମେଣ୍ଟରେ ଘଟିଛି । ନିଜ ବାପାକୁ…
Read More...

୬ ତାରିଖରେ ପ୍ରବଳ ବର୍ଷା : ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର : ୫ ତାରିଖରୁ କିଛି ମାତ୍ରାରେ ବଢ଼ିପାରେ ବର୍ଷା ପରିମାଣ । ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କାଁ ଭାଁ କେଉଁଠି ହେଉଛି ଝିପିଝିପି ବର୍ଷା । ସେହିପରି…
Read More...

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ରଥଯାତ୍ରାର ତୃଟିଶୁନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀନିର୍ଘଣ୍ଟ ସମୟସୀମା ମଧ୍ୟରେ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପୂର୍ଣ୍ଣ କରିବା ଉପରେ ଗୁରୁତ୍ୱସମସ୍ତ ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ…
Read More...

ଆଭା ଏସ୍‌. ଏଲ୍‌. ସି. ଏ. ପକ୍ଷରୁ ମାଦକ ଦ୍ରବ୍ୟର ଦୁରୁପଯୋଗ ତଥା ବେଆଇନ କାରବାର ବିରୁଦ୍ଧରେ ଆନ୍ତର୍ଜାତୀୟ ଦିବସ ପାଳନ…

ଭୁବନେଶ୍ୱର : ଭୁବନେଶ୍ୱର ଆସୋସିଏସନ୍‌ ଫର୍‌ ଭଲ୍ୟୁଣ୍ଟରି ଆକ୍ସନ(ଆଭା) ଦ୍ୱାରା ପରିଚାଳିତ ରାଜ୍ୟ ସ୍ଥରୀୟ ସମନ୍ୱୟ କାରି ସଂସ୍ଥା(ଏସ୍‌. ଏଲ୍‌. ସିଏ) ଓଡିଶା ଏବଂ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଦ୍ୱାରା ପ୍ରାୟୋଜିତ ଡ୍ରଗ ଅପବ୍ୟବହାର ଏବଂ ଅବୈଧ କାରବାର ବିରୁଦ୍ଧରେ…
Read More...

ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ

ଭୁବନେଶ୍ୱର : ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ହୋଇଛନ୍ତି ।
Read More...

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର : ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି । କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ । ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା…
Read More...

ଆଜି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଆସନ୍ତାକାଲିଠୁ…
Read More...

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନରେ ରଥଯାତ୍ରା ପ୍ରସ୍ତୁତିର ନିରୀକ୍ଷଣ

ଏଆଇ ଆଧାରିତ ଡାଇନାମିକ ସିଡୁଲିଙ୍ଗ ମାଧ୍ୟମରେ ଅଧିକ ସ୍ୱତନ୍ତ୍ର ଟ୍ରେନ ପାଇଁ ଯୋଜନା୧୫ ଲକ୍ଷ ଯାତ୍ରୀଙ୍କୁ ଯାତାୟାତ ସୁବିଧା ପ୍ରଦାନ ଲକ୍ଷ୍ୟଯାତ୍ରୀମାନଙ୍କ ବିଶ୍ରାମ ପାଇଁ ଉଭୟ ମେଳା ସେଡ ଓ ତୀର୍ଥଯାତ୍ରୀ ସେଡରେ ୨୫ ହଜାର ଯାତ୍ରୀ ଭୁବନେଶ୍ୱର : ବିଶ୍ରାମ ନେଇ ପାରିବେ ରେଳ, ସୂଚନା ଓ…
Read More...

ପେପର୍‌ ଲେସ୍‌ ହେବ ବିଧାନସଭା

ଭୁବନେଶ୍ୱର : ସଂପୂର୍ଣ୍ଣ ଡିଜିଟାଲାଇଜେସନ୍‌ ହେବ ଓଡ଼ିଶା ବିଧାନସଭା । ବିଧାନସଭାକୁ ପେପର୍‌ ଲେସ୍‌ କରିବା ପାଇଁ 'ନେଭା' ଦାୟିତ୍ୱ ନେଇଥିବା ସୂଚନା ମିଳିଛି । ଏ ଦିଗରେ କାମ ଆରମ୍ଭ ହୋଇଯାଇଥିବା କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ପୁରୁଣା ଓ ନୂଆ ସମସ୍ତ ବିଧାୟକଙ୍କୁ 'ନେଭା' ତରଫରୁ…
Read More...

ଲୋକସଭା ବାଚସ୍ପତି ଓ ବିଭିନ୍ନ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ମାନଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀରଥଯାତ୍ରା ପାଇଁ ୩୧୫ଟି ସ୍ଵତନ୍ତ୍ର ଟ୍ରେନର ବ୍ୟବସ୍ଥା ସହିତ ୧୫ ହଜାର ଲୋକଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯିବନୂଆ ଓଡ଼ିଶା ଗଠନ ଦିଗରେ କେନ୍ଦ୍ରର ସହାୟତା ନୂଆ ଅଧ୍ୟାୟ ସୃଷ୍ଟି କରିବ - ମୁଖ୍ୟମନ୍ତ୍ରୀ …
Read More...