Browsing Tag

bhubaneswar news

ଆଉ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ,…
Read More...

ପିଆଇବି ପକ୍ଷରୁ ନୂଆ ଅପରାଧିକ ଆଇନ ସମ୍ପର୍କିତ କର୍ମଶାଳା

ମାନବାଧିକାର ସୁରକ୍ଷାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଅଗ୍ନିଶମ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀନୂଆ ଆଇନର ଉଦ୍ଦେଶ୍ୟ - ଦଣ୍ଡ ଦେବା ନୁହେଁ, ବରଂ ନ୍ୟାୟ ପ୍ରଦାନ କରିବା : ଗିରିଶ ଚନ୍ଦ୍ର ଦାଶ ଭୁବନେଶ୍ୱର, (ପିଆଇବି) : ଦେଶରେ ନୂଆ ଅପରାଧିକ ଆଇନ ଲାଗୁ ହେବା…
Read More...

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ର ଡେପୁଟେସନ୍‌ରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପି. କେ. ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଆହୁଜା ଦାୟିତ୍ଵ ଗ୍ରହଣ କରିବେ । ଏହା ସହିତ…
Read More...

ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ରଥଯାତ୍ରା ପାଇଁ ଆସିବାକୁ ନିମନ୍ତ୍ରଣ କଲେପ୍ରଧାନ ମନ୍ତ୍ରୀଙ୍କୁ ଓଡ଼ିଶା ଗସ୍ତ କରିବାକୁ କଲେ ଅନୁରୋଧଅର୍ଥ ମନ୍ତ୍ରୀ, ସଡ଼କ ପରିବହନ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀଙ୍କ ସହିତ ବିକଶିତ ଓଡିଶା ପାଇଁ ରୋଡ୍‌ ମ୍ୟାପ ଉପରେ ଆଲୋଚନା ଭୁବନେଶ୍ୱର :…
Read More...

ମୁଣ୍ଡରେ ହାତ ଦେଲେଣି କୁଚିଆ ମଦ ବିକ୍ରେତା

ଭୁବନେଶ୍ୱର : ଏବେ ମୁଣ୍ଡରେ ହାତ ଦେଲେଣି କୁଚିଆ ମଦ ବିକ୍ରେତା । ନୂଆ ସରକାରଙ୍କ ନୂଆ ମଦ ଆଇନ ସେମାନଙ୍କ ନିଦ ହଜାଇ ଦେଲାଣି । ଓଡ଼ିଶାକୁ ମଦମୁକ୍ତ କରିବାକୁ ସରକାର ବିଚାର ବିମର୍ଷ କରୁଛନ୍ତି । ଏ ସଂକ୍ରାନ୍ତରେ ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ ସୂଚନା ଦେଇ ସାରିଛନ୍ତି…
Read More...

ବରଗଡ ଜିଲ୍ଲାରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟଣା

ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ,୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା ଭୁବନେଶ୍ୱର : ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।…
Read More...

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶଡ଼ି. ଏମ୍‌. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା…
Read More...

ଓଡ଼ିଶା ଏସ୍‌ବିଆଇ ଆଉଟସୋର୍ସିଂ କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ : ଦାବି ପୂରଣ ନହେଲେ ଆନ୍ଦୋଳନ ହେବ

ଭୁବନେଶ୍ୱର : ହିନ୍ଦ ମଜଦୁର ସଭାର ଅନୁବନ୍ଧିତ ଏସ୍‌ବିଆଇ ଆଉଟସୋର୍ସିଂ କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ ମାଷ୍ଟର କ୍ୟାଣ୍ଟିନ ଛକସ୍ଥିତ ବୁଲନ ଭାଇ ସେବା ସଦନ ପରିସରରେ ରାଜ୍ୟ ହିନ୍ଦ ମଜଦୁର ସଭା (ଏଚ୍‌ଏମ୍‌ଏସ୍‌)ର ଉପଦେଷ୍ଟା ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶଡ଼ି. ଏମ୍‌. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା…
Read More...

ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା : ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ମଧ୍ୟମଧରଣର ବର୍ଷା ଲାଗିରହିବ । ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବାବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର…
Read More...