Browsing Tag

bhubaneswar news

ଆଜିଠୁ ୨୮ ତାରିଖ ଯାଏ ବର୍ଷାର ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ…
Read More...

୨୬ରୁ ପ୍ରବଳ ବର୍ଷାର ଆଶଙ୍କା

ଭୁବନେଶ୍ୱର : ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ…
Read More...

ସାମ୍ବାଦିକ ପେନ୍‌ସନ୍‌ ଓ ସୁରକ୍ଷା ସମେତ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲା ଓଡ଼ିଶା ରାଜ୍ୟ…

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ସାମ୍ବାଦିକ ପେନ୍‌ସନ୍‌ ଓ ସୁରକ୍ଷା ସମେତ ୭ ଦଫା…
Read More...

ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦିଆଗଲା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁଁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ…
Read More...

ବନ୍ୟା ନିୟନ୍ତ୍ରଣ ପାଇଁ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଚାରିଟି ବୈଷୟିକ କମିଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶବନ୍ୟା ପରିଚାଳନା ନୀତି, ମହାନଦୀ ରିଯୁଭେନେସନ ଓ ରୁଲ କର୍ଭ ସମୀକ୍ଷା, ଜଳ ସଂରକ୍ଷଣ ନୀତି ଏବଂ ଅନ୍ତଃ ନଦୀ ଜଳ ପଥର ଉନ୍ନତି ପାଇଁ ଗଠନ ହେବ କମିଟି୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଭୁବନେଶ୍ୱର :…
Read More...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ବସିଥିବା ବେଳେ ମାସ୍କ ପିନ୍ଧିଥିବା କିଛି ଯୁବକ ତାଙ୍କ ଚାମ୍ବର ଭିତରକୁ ପଶିଯାଇ କାଳି ମାଡ଼ କରିଥିଲେ । ପିସିସି ସଭାପତିଙ୍କ ବିରୋଧରେ ନାରାବାଜି କରିଥିଲେ । ତେବେ ଏପର୍ଯ୍ୟନ୍ତ କାଳି ମାଡ଼ ପଛର ନିର୍ଦ୍ଦିଷ୍ଟ…
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଲାକାତ ଏବଂ ପ୍ରବାସୀ ମଞ୍ଚ କାର୍ଯ୍ୟକ୍ରମ

ଭୁବନେଶ୍ଵର : ମେଘ ସହିତ ଯେପରି ସବୁଜିମାର ସମ୍ପର୍କ ରହିଛି । ଆବେଗ ସହିତ ସାହିତ୍ୟର ସେହିଭଳି ସମ୍ପର୍କ ରହିଛି । ସାହିତ୍ୟ ଏକାଡେମୀ ପକ୍ଷରୁ ରୋଟାରି ଭବନରେ ଆୟୋଜିତ ‘ମୁଲାକାତ’ ଓ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏଭଳି କହିଛନ୍ତି ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର…
Read More...

ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ । ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ…
Read More...

ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ଭୁବନେଶ୍ୱର : ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ, ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ…
Read More...

ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା

ଭୁବନେଶ୍ୱର : ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଥିଲା । ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ୱାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…
Read More...