Browsing Tag

bhubaneswar news

ପଶ୍ଚିମ ଓଡ଼ିଶାରେ ବର୍ଷୁଛି ନିଆଁ : ଲୋକେ ହନ୍ତସନ୍ତ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ବର୍ଷୁଛି ନିଆଁ । ଟିଟିଲାଗଡ଼ରେ ପାରଦ ଆଜି ୪୬.୫ ଡିଗ୍ରିକୁ ଉଠିଛି । ବଲାଙ୍ଗିରବାସୀ ମଧ୍ୟ ଆଜି ପ୍ରବଳ ଖରାରେ ସିଝିଛନ୍ତି । ଏଠାରେ ତାପମାତ୍ରା ୪୬.୫ ଡିଗ୍ରି ରେକର୍ଡ ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Read More...

ତାତିର ତାଣ୍ଡବ : ଆକାଶରୁ ବର୍ଷୁଛି ନିଆଁ

ଭୁବନେଶ୍ୱର : ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ବର୍ଷୁଛି ନିଆଁ । ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଡିଗ୍ରୀ ତାତିରେ ସିଝିଲା ସମ୍ବଲପୁର । ସେଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିପରି ଝାରସୁଗୁଡ଼ାରେ ୪୪.୬, ହୀରାକୁଦରେ ପାରଦ ରହିଛି ୪୪.୫ ଡିଗ୍ରୀ ସେଲସିୟସ୍
Read More...

ପୁରୀ ବାଣ ବିସ୍ଫୋରଣ ଘଟଣା : ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ…

ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ପୂର୍ବରୁ ଗୁରୁବାର ସକାଳେ ପୁରୀ ବାଣ ବିସ୍ଫୋରଣ ଘଟଣାରେ
Read More...

ରାଜ୍ୟରେ ସକାଳ ସାଢେ ୮ଟା ସୁଦ୍ଧା ୩୯ ଡିଗ୍ରୀ ପାରଦ ଛୁଇଁଲାଣି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସହ, ପ୍ରବଳ ଗୁଳୁଗୁଳି । ଆଜି ସକାଳୁ ସକାଳୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେଲାଣି । ଆଜି ସକାଳ ସାଢେ ୮ଟା ସୁଦ୍ଧା ୩୯ ଡିଗ୍ରୀ ତାପମାତ୍ରା ସହ ଭବାନୀପାଟଣା ସବୁଠୁ ଉତପ୍ତ ସହର । ସେହିପରି ଟିଟିଲାଗଡ଼ ୩୮ ଡିଗ୍ରୀ, ବଲାଙ୍ଗିରରେ ୩୭.୪,
Read More...

ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ବେଳେ ଡ୍ରାଇଭର୍‌ଙ୍କୁ ଗିରଫ କଲା ପୁଲିସ

ଭୁବନେଶ୍ଵର : ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିଲା । ଚେକିଂ କରିବାକୁ ପୁଲିସ ଗାଡି ଅଟକାଇବାରୁ ଗାଡି ଚଢାଇ ମାରିଦେବାକୁ ଉଦ୍ୟମ କଲା । ପୁଲିସ କର୍ମଚାରୀ ବର୍ଷିଯାଇଥିବା ବେଳେ ବାରିକେଡ୍‌କୁ ଭାଙ୍ଗି ଫେରାର ହୋଇଗଲା । ହେଲେ ପୁଲିସ ରାତାରାତି ଚଢଉ କରି ନିଶାସକ୍ତ ଡ୍ରାଇଭରକୁ ଗିରଫ କରିଛି
Read More...

ଜଳୁଛି ପଶ୍ଚିମ ଓଡ଼ିଶା : ବଲାଙ୍ଗିରରେ ତାପମାତ୍ରା ୪୬.୩ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ପ୍ରବଳ ଖରାରେ ପଶ୍ଚିମ ଓଡ଼ିଶା ଜଳୁଛି । ବିନା ଚପଲରେ ମାଟି ଉପରେ ପାଦ ରଖି ହେଉନାହିଁ। ପୋଖରୀର ପାଣି ଫୁଟୁଛି । ଆଜି ପଶ୍ଚିମ ଓଡ଼ିଶାର ୭ଟି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ବଲାଙ୍ଗିର
Read More...

ପୁଣି ବଢ଼ିଲାଣି ତାତି : ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ଡିଗ୍ରୀ ପାର୍

ଭୁବନେଶ୍ୱର : ପୁଣି ବଢ଼ିଲାଣି ତାତି । ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍ । ଆଜି ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ାର ସବୁଠୁ ଉତ୍ତପ୍ତ ସହର । ସମ୍ବଲପୁର ୪୨.୨ ଓ ହୀରାକୁଦ ତାପମାତ୍ରା ୪୨ ଡିଗ୍ରୀ ଥିବାବେଳେ ରାଉରକେଲା ୪୦.୮, କେନ୍ଦୁଝର ୪୦.୫, ଭୁବନେଶ୍ୱର ୩୮.୮ ଡିଗ୍ରୀ ତାପମାତ୍ରା
Read More...

ପ୍ରବଳ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ

ଭୁବନେଶ୍ୱର : ପ୍ରବଳ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ । ରାଜ୍ୟରେ ଆଗାମୀ ଦୁଇ ଦିନ କଲବଲ କରିବ ତାତି । ପାଣିପାଗ ବିଭାଗର ସୂଚନା ଅନୁସାରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ବଢିବା ସମ୍ଭାବନା ରହିଛି । ପ୍ରବଳ ଗରମ ସାଙ୍ଗକୁ ଅସମ୍ଭାଳ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ ।
Read More...

ପୁଣି ଫେରିଲା ତାତି : ୪୫.୯ ଡିଗ୍ରୀରେ ସିଝିଲେ ବୌଦ୍ଧବାସୀ

ଭୁବନେଶ୍ୱର : କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଛି ତାତି । ଦେଶର ପଶ୍ଚିମ ଓ ଉତ୍ତରରେ ଥିବା ରାଜ୍ୟ ଭଳି ଓଡ଼ିଶାରେ ମଧ୍ୟ ପ୍ରବଳ ଖରା ଜନଜୀବନ ଅସ୍ତବ୍ୟସ୍ତ କରିଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ସାଧାରଣ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହୋଇଛି । ବୌଦ୍ଧରେ ତାପମାତ୍ରା ୪୫.୯
Read More...

ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୁଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ : ୯ ଜଣ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ଏକ ପୁଲିସ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବାର ଖବର ମିଳିଛି । ଏହି ଦୁର୍ଘଟଣାରେ ୯ ଜଣ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି । ବାଣୀବିହାର ସତସଙ୍ଗ ପାର୍କ ଆଗରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସମସ୍ତ ଆହତ ମହିଳା ପୁଲିସଙ୍କୁ
Read More...