Browsing Tag

bhubaneswar news

ଆଜି ପୁଣି ଓଡ଼ିଶା ଆସୁଛନ୍ତି ଅମିତ ଶାହ : ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର : ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେପି ପକ୍ଷରୁ ପ୍ରଚାରକୁ କରିବେ ଜୋରଦାର । ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ । ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର
Read More...

ଆଜିଠୁ ରାଜ୍ୟରେ ବଢିବ ତାତି : ୩ରୁ ୫ ଡିଗ୍ରୀ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢିବ ତାତି । ୩ରୁ ୫ ଡିଗ୍ରୀ ଯାଏ ବଢ଼ିପାରେ ଦିନ ତାପମାତ୍ରା । ଆସନ୍ତା ୩-୪ ଦିନରେ ପାରଦ ଉପରମୁହାଁ ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏବେ ବାତ୍ୟାର ପ୍ରଭାବ ହ୍ରାସ ଯୋଗୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ତାପମାତ୍ରା ବୃଦ୍ଧି ହେଲେ
Read More...

ଓଡ଼ିଶାରେ ଆସନ୍ତାକାଲିଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

ଭୁବନେଶ୍ୱର : ଆସନ୍ତାକାଲିଠାରୁ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଆସିବ । ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଓଡ଼ିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ଏଭଳି
Read More...

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସାଢେ ୧୦ଟାରେ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ । ମାଟ୍ରିକ, ମାଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷାଫଳ ରବିବାର ସକାଳ ୧୧ଟା ୩୦ରେ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍‌ଧ
Read More...

ଓଡ଼ିଶାରେ ହେବ ସୁଦୃଢ଼ ବିଜେଡ଼ି ସରକାର

ଭୁବନେଶ୍ୱର : ଭୋଟ୍‌ ଦେଇଛନ୍ତି ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବେନଶ୍ୱର ଏରୋଡ୍ରମ୍‌ କଲୋନୀସ୍ଥିତ ୟୁପି ସ୍କୁଲ୍‌ ବୁଥ୍‌ରେ ପହଂଚି ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମତଦାନ କରିବା ପରେ ନିଜ ପ୍ରତିକ୍ରିୟାରେ ଗଣତନ୍ତ୍ରର ମହାନ୍‌ ପର୍ବରେ ସାମିଲ୍‌
Read More...

ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଭୁବନେଶ୍ୱର : ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର
Read More...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତା’ ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି । ତେବେ
Read More...

ନିର୍ବାଚନୀ ପ୍ରଚାରରେ ବିଜେପି-ବିଜେଡ଼ି ତୁତୁ ମେମେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ରହିଥିବା ବେଳେ ବିଜେପି-ବିଜେଡ଼ି ଭିତରେ ନିର୍ବାଚନୀ ଯୁଦ୍ଧ ଶିଖରରେ ପହଂଚିଥିବା ଦେଖିବାକୁ ମିଳିଛି । ବିଭିନ୍ନ ମଂଚରେ ବିଜେପି ବିଜେଡ଼ିକୁ କଟୁ ସମାଲୋଚନା କରୁଥିବା ବେଳେ ବିଜେଡ଼ି ମଧ୍ୟ ବିଜେପିକୁ କଡ଼ା
Read More...

ଆସନ୍ତା ୨୬ରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ଵର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏନେଇ ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ
Read More...

ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ
Read More...