Browsing Tag

bhubaneswar news

ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର
Read More...

ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ । ରେଜଲ୍ଟ ବାହାରିବା ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ଚେକିଂ ସମୟରେ କାର୍‌ରୁ ଦେଢ଼ ଲକ୍ଷ ଟଙ୍କା ଜବତ କଲା ପୋଲିସ

ଭୁବନେଶ୍ଵର : ନିର୍ବାଚନ ବେଳେ ଚାଲିଛି ଜୋର୍‌ଦାର୍‌ ଧରପଗଡ଼ । ଭୁବନେଶ୍ଵରରେ ଚାଲିଛି ବ୍ଲକିଂ ଓ ଚେକିଂ । ପୋଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ତତ୍ତ୍ଵାବଧାନରେ ଚାଲିଛି ମାରାଥନ୍ ଚେକିଂ । ମଙ୍ଗଳବାର ବିଳମ୍ବିତ ରାତିରେ ଭୁବନେଶ୍ଵର ସ୍ଥିତ ଲକ୍ଷ୍ମୀସାଗର ଥାନା ଫାଲକନ୍ ଛକରେ ଚେକିଂ
Read More...

ବିଜେଡ଼ି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ୱର : ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଶ୍ରୀ ପାଣିଗ୍ରାହୀ । ବିଜେଡି ସଭାପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି । ଏନେଇ ଭିଡିଓ ବାର୍ତ୍ତାରେ ସେ ସୂଚନା ଦେଇଛନ୍ତି । ତାଙ୍କୁ ଏଥର ବିଜେଡି
Read More...

୨୩ରେ ଓଡ଼ିଶା ଆସିବେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର : ଚଳିତ ଥର ବିଜେପି ଫୋକସ୍‌ରେ ରହିଛି ଓଡ଼ିଶା । ପ୍ରଧାନମନ୍ତ୍ରୀଙ୍କଠାରୁ ଗୃହମନ୍ତ୍ରୀଙ୍କ ପର୍ଯ୍ୟନ୍ତ ବିଜେପିର କେନ୍ଦ୍ରୀୟ ନେତା ବାରମ୍ବାର ଓଡ଼ିଶା ଆସି ବିଜେପି ସପକ୍ଷରେ ଜାରି ରଖିଛନ୍ତି ଧୁଆଁଧାର ପ୍ରଚାର । ତେବେ ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ
Read More...

ଆଜି ଓଡ଼ିଶା ଆସିବେ ରାମାୟଣର ‘ରାମ’ ଅରୁଣ ଗୋଭିଲ୍

ଭୁବନେଶ୍ୱର : ନିର୍ବାଚନ ପ୍ରଚାରରେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ଟପ୍ ଲିଡର । ଆଜି ଓଡ଼ିଶାରେ ପ୍ରଚାର କରିବେ ରାମ । ବିଜେପି ନେତା ତଥା ରାମାୟଣ ସିରିଏଲର ରାମ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ୍ ବିଜେପି ନେତାଙ୍କ ପାଇଁ ଭୋଟ୍ ମାଗିବେ । ସେ ଚମ୍ପୁଆ, ତେଲକୋଇ, ଢେଙ୍କାନାଳ
Read More...

ଦକ୍ଷିଣ – ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : କାଲିଠାରୁ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିବ

ଭୁବନେଶ୍ୱର : ଦକ୍ଷିଣ - ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତ୍ତର - ପୂର୍ବ
Read More...

ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟଙ୍କ ପରଲୋକ

ଭୁବନେଶ୍ୱର : ଓଲିଉଡ୍ ପାଇଁ ଆଉ ଏକ ଦୁଃଖ ଖବର । ଆଉନାହାନ୍ତି ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି । ବିଜୟଙ୍କ ମୃତ୍ୟୁ ଖବର ଶୁଣି ଓଲିଉଡ୍‌ରେ ଖେଳିଯାଇଛି ଶୋକର ଛାୟା । ସାଥୀ କଳାକାରଙ୍କ ପକ୍ଷରୁ ବିଜୟଙ୍କ
Read More...

ଆଜି ପୁଣି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଆଜି ପୁଣି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର । ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ । ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ । ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ,
Read More...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ୱର : ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡ୍‌ଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର
Read More...