Browsing Tag

bhubaneswar news

ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଭୁବନେଶ୍ୱର : ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର
Read More...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତା’ ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି । ତେବେ
Read More...

ନିର୍ବାଚନୀ ପ୍ରଚାରରେ ବିଜେପି-ବିଜେଡ଼ି ତୁତୁ ମେମେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ରହିଥିବା ବେଳେ ବିଜେପି-ବିଜେଡ଼ି ଭିତରେ ନିର୍ବାଚନୀ ଯୁଦ୍ଧ ଶିଖରରେ ପହଂଚିଥିବା ଦେଖିବାକୁ ମିଳିଛି । ବିଭିନ୍ନ ମଂଚରେ ବିଜେପି ବିଜେଡ଼ିକୁ କଟୁ ସମାଲୋଚନା କରୁଥିବା ବେଳେ ବିଜେଡ଼ି ମଧ୍ୟ ବିଜେପିକୁ କଡ଼ା
Read More...

ଆସନ୍ତା ୨୬ରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ଵର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏନେଇ ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ
Read More...

ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ
Read More...

ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର
Read More...

ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ । ରେଜଲ୍ଟ ବାହାରିବା ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ଚେକିଂ ସମୟରେ କାର୍‌ରୁ ଦେଢ଼ ଲକ୍ଷ ଟଙ୍କା ଜବତ କଲା ପୋଲିସ

ଭୁବନେଶ୍ଵର : ନିର୍ବାଚନ ବେଳେ ଚାଲିଛି ଜୋର୍‌ଦାର୍‌ ଧରପଗଡ଼ । ଭୁବନେଶ୍ଵରରେ ଚାଲିଛି ବ୍ଲକିଂ ଓ ଚେକିଂ । ପୋଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ତତ୍ତ୍ଵାବଧାନରେ ଚାଲିଛି ମାରାଥନ୍ ଚେକିଂ । ମଙ୍ଗଳବାର ବିଳମ୍ବିତ ରାତିରେ ଭୁବନେଶ୍ଵର ସ୍ଥିତ ଲକ୍ଷ୍ମୀସାଗର ଥାନା ଫାଲକନ୍ ଛକରେ ଚେକିଂ
Read More...

ବିଜେଡ଼ି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ୱର : ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଶ୍ରୀ ପାଣିଗ୍ରାହୀ । ବିଜେଡି ସଭାପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି । ଏନେଇ ଭିଡିଓ ବାର୍ତ୍ତାରେ ସେ ସୂଚନା ଦେଇଛନ୍ତି । ତାଙ୍କୁ ଏଥର ବିଜେଡି
Read More...

୨୩ରେ ଓଡ଼ିଶା ଆସିବେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର : ଚଳିତ ଥର ବିଜେପି ଫୋକସ୍‌ରେ ରହିଛି ଓଡ଼ିଶା । ପ୍ରଧାନମନ୍ତ୍ରୀଙ୍କଠାରୁ ଗୃହମନ୍ତ୍ରୀଙ୍କ ପର୍ଯ୍ୟନ୍ତ ବିଜେପିର କେନ୍ଦ୍ରୀୟ ନେତା ବାରମ୍ବାର ଓଡ଼ିଶା ଆସି ବିଜେପି ସପକ୍ଷରେ ଜାରି ରଖିଛନ୍ତି ଧୁଆଁଧାର ପ୍ରଚାର । ତେବେ ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ
Read More...