Browsing Tag

bhubaneswar news

ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ । ଆଗାମୀ ୫ ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟାରେ କେଉଁଝର,
Read More...

ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ ନେତା ନୀତିନ ଗଡ଼କରୀ ଓ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି । କ୍ୟାମ୍ପେନ୍ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଗଡ଼କରୀ ପୁରୀ ଗସ୍ତରେ ଯାଇ
Read More...

ଉତ୍ତର ଓଡ଼ିଶା ଓ ଟ୍ୱିନ ସିଟିରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଟ୍ୱିନ ସିଟିରେ ବର୍ଷା ହେବାର ସମ୍ଭାବନା ରହିଛି । ଠିକ୍ ସେହିପରି ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏନେଇ ଭୁବନେଶ୍ୱର ପାଣିପାଗ ନିର୍ଦ୍ଦେଶିକା ମନୋରମା
Read More...

ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର : ତାତିରୁ ମିଳିଛି ଆଶ୍ୱସ୍ତି । ଆହୁରି ୪ ଦିନ ଯାଏଁ ଏଭଳି ରହିବ ପାଗ । ଆସନ୍ତା ୨-୩ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଝଡ଼ ବର୍ଷା ନେଇ ୭
Read More...

ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା’ ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ । ସୂଚନା ଅନୁସାରେ, ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା
Read More...

ଟ୍ରକ୍‌ ଧକ୍କାରେ : ଦୁଇ ମୃତ

ଭୁବନେଶ୍ୱର : ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ । ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା । ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ, ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ
Read More...

ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ ଓ ବିଷ୍ଣୁ ଦେବ ସାଏ

ଭୁବନେଶ୍ୱର : ଓଡ଼ିଶାରେ ବିଜେପି ପାଇଁ ପ୍ରଚାର କରିବାକୁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦଳର ତୁଙ୍ଗ ନେତା । ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭବାନୀପାଟଣା ଓ ରାୟଗଡ଼ାରେ
Read More...

୧୦ରେ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ଵର : ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ' । ସନ୍ଧ୍ୟା ୬ ଟା ସମୟରେ ଭୁବନେଶ୍ଵରରେ ରୋଡ ସୋ' କରିବେ ନରେନ୍ଦ୍ର ମୋଦୀ । ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଏହି ରୋଡ ସୋ' ହେବ । ଏହି ରୋଡ ସୋ'ରେ ଯୋଗ ଦେବାକୁ ବିଜେପିର
Read More...

ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବଦଳିଛି ପାଗର ମିଜାଜ୍ । ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା । ଆଗାମୀ ୩ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ
Read More...

୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲ୍‌ବଲ୍‌ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ୱସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ
Read More...