ଓଡ଼ିଶାରେ ଆସନ୍ତାକାଲିଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା
ଭୁବନେଶ୍ୱର : ଆସନ୍ତାକାଲିଠାରୁ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଆସିବ । ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଓଡ଼ିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ଏଭଳି!-->…
Read More...
Read More...