ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି । ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି । ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି!-->…
Read More...
Read More...