ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ହେଲା କୋର୍ଟ
ଭୁବନେଶ୍ଵର : ପ୍ରଚଣ୍ଡ ଖରାରେ ସିଝୁଛି ସାରା ଓଡ଼ିଶା । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର । ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି । ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ!-->…
Read More...
Read More...