Browsing Tag

bhubaneswar news

ତାତିରୁ ମିଳିପାରେ ଆଶ୍ୱସ୍ତି : ୩ରୁ ୫ ଡିଗ୍ରୀ କମିବ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ତାତିରୁ ମିଳିପାରେ ଆଶ୍ୱସ୍ତି । ଆଗାମୀ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା । ୩ରୁ ୫ ଡିଗ୍ରୀ କମି ପାରେ ଦିନ ତାପମାତ୍ରା । ୭ ଏବଂ ୮ ତାରିଖରେ ତ୍ରୀବ ହୋଇପାରେ କାଳବୈଶାଖୀ ପ୍ରଭାବ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟରେ…
Read More...

ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ବିମାନବନ୍ଦରରେ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ଏସ୍ ଜୟଶଙ୍କର ଭୁବନେଶ୍ୱର ପହଞ୍ଚିବା ପରେ ବିଭିନ୍ନ କାର୍ଯ୍ୟକ୍ରମ ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ…
Read More...

ଆଜି ୪ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାଧାରଣ ନିର୍ବାଚନ ପାଇଁ ଦ୍ୱିତୀୟ ଥର ନିର୍ବାଚନୀ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରଚାର ପାଇଁ ୪ଟି ଜିଲ୍ଲା ଗସ୍ତ କରିବେ ନବୀନ ପଟ୍ଟନାୟକ । ପ୍ରଥମେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଯିବେ । ପୂର୍ବାହ୍ନରେ…
Read More...

ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଗତକାଲି ୪୪.୬ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା । ୭ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା । ୨୬ଟି ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଥିଲା । ଆଜି ମଧ୍ୟ ସେହିଭଳି…
Read More...

ପଦ୍ମ ଛାଡି ଶଙ୍ଖ ଧରିଲେ ଅଭିନେତ୍ରୀ ଜିନା

ଭୁବନେଶ୍ୱର : ପଦ୍ମ ଛାଡି ଶଙ୍ଖ ଧରିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖ ଭବନରେ ଚାଲିଥିବା ବିଜେଡି ମିଶ୍ରଣ ପର୍ବରେ ଅଭିନେତ୍ରୀ ଜିନା ଯୋଗ ଦେଇଛନ୍ତି । ଦଳ ସଭାପତି ଓ ସଂଗଠନ ସମ୍ପାଦକଙ୍କ ସସ୍ମିତ ପାତ୍ର ଜିନାଙ୍କୁ ସ୍ଵାଗତ କରିଛନ୍ତି । ସେପଟେ ବିଜେଡିରେ ସଦସ୍ୟ ହୋଇ ଥିବାରୁ ନିଜେ ଗର୍ବିତ…
Read More...

୬ ପରେ ତାତିରେ ଲାଗିପାରେ ବ୍ରେକ

ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଲାଗି ରହିଛି । ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । ଗତକାଲି ୪୫ଡ଼ିଗ୍ରୀ ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା ।…
Read More...

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ । ଖଣ୍ଡପଡ଼ା ବିଧାନସଭା ଆସନରୁ ଟିକେଟ୍ ଆଶାୟୀ ଥିଲେ ଅନୁଭବ । ତେବେ ଦଳ ତାଙ୍କୁ ଟିକେଟ୍ ନ ଦେଇ ସାବିତ୍ରୀ ପ୍ରଧାନଙ୍କୁ ଟିକେଟ୍‌ ଦେଇଛି । ଯାହାଫଳରେ ଅସନ୍ତୋଷ ପ୍ରକାଶ କରି ଦଳରୁ ଇସ୍ତଫା ଦେଇଛନ୍ତି…
Read More...

ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ପାରଦ ୩୭ ଡିଗ୍ରୀ ପାର୍‌

ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ରାଜ୍ୟବାସୀ ଅସ୍ତବ୍ୟସ୍ତ । ଗତ ୧୫ ଦିନ ହେଲାଣି କଲବଲ କରୁଛି ତାତି । ଆସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ଗକୁ ଆହୁରି ତିନି ଦିନ ଆକାଶରୁ ବର୍ଷିବ ନିଆଁ ହୁଳା । ଗୁଳୁଗୁଳି ଯୋଗୁଁ ଅସହ୍ୟ ହେଉଛି ସ୍ଥିତି । ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ପାରଦ…
Read More...

ଜାରି ରହିବ ମୁଣ୍ଡଫଟା ଖରା

ଭୁବନେଶ୍ୱର : ଭୀଷଣ ହେଉଛି ଗ୍ରୀଷ୍ମକୋପ । ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେ ସବୁ ହେଲା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ,…
Read More...

ରାଜଧାନୀରୁ ୭୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର : ରାଜଧାନୀରୁ ବିପୁଳ ଟଙ୍କା ଜବତ । ଗୋଟିଏ ଦିନରେ ଭୁବନେଶ୍ୱରରୁ ଜବତ ହେଲା ୭୫ ଲକ୍ଷର ନଗଦ ଟଙ୍କା । ଏତେ ପରିମାଣର ଟଙ୍କା ଜବତ ପରେ ତଦନ୍ତ କରୁଛି ଆୟକର ବିଭାଗ । ମଙ୍ଗଳବାର ଦିନ ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହୋଇଛି ପୁଳା ପୁଳା ଟଙ୍କା । ଦୁଇ ଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି…
Read More...