ଆକାଶରୁ ବର୍ଷୁଛି ନିଆଁ : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ
ଭୁବନେଶ୍ୱର : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା । ଗତକାଲି ରାଜ୍ୟର ୪ ସହରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିବାବେଳେ, ୪୪.୮ ଡିଗ୍ରୀ ସହ ବାରିପଦା ଥିଲା ସର୍ବାଧିକ ଉତ୍ତପ୍ତ ସହର । ଏଥିସହ ଅନୁଗୁଳରେ ୪୪.୩, ବୌଦ୍ଧରେ!-->…
Read More...
Read More...