Browsing Tag

bhubaneswar news

ପ୍ରେମିକାକୁ ହତ୍ୟା କରି ଫିଙ୍ଗିଦେଲା ଯୁବକ

ଭୁବନେଶ୍ୱର : ପ୍ରେମିକାକୁ ହତ୍ୟା କରି ଫିଙ୍ଗିଦେଲା ଯୁବକ । ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ଭୁବନେଶ୍ୱର ନଦୀପଠାରୁ ଯୁବତୀଙ୍କ ମୃତଦେହ ଠାବ ହୋଇଥିବା ସୂଚନା ମିଳିଛି । ମୃତ ଯୁବତୀ ହେଲେ ଗଞ୍ଜାମ ହିଞ୍ଜିଳିକାଟୁର ଭାଗ୍ୟ ଡାକୁଆ ବୋଲି ଜଣା ପଡ଼ିଛି । ୪ ମାସ ତଳେ…
Read More...

ବିଜେଡିରୁ ଇସ୍ତଫା ଦେଲେ ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ୱର : ବିଜେଡିରୁ ଇସ୍ତଫା ଦେଇଛନ୍ତି ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ । ନବୀନ ନିବାସରେ ପହଞ୍ଚି ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଜିଲ୍ଲା ସଭାପତି ପଦରୁ ତଥା ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରଭାସ । ୨୦୧୪ରୁ ୨୦୧୯ ଯାଏ…
Read More...

ତାତିକୁ ଦେଖି ଆଉଟ୍‌ଡୋର ଗେମ୍‌ ଉପରେ କଟକଣା

ଭୁବନେଶ୍ୱର : ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ୍ ଡୋର୍ ଖେଳ ଉପରେ କଟକଣା ଲଗାଇଲେ ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏନେଇ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି । ଖରାରେ…
Read More...

ନାଳକୁ ଖସିଲା ମୋ-ବସ୍ : ୨୦ ଯାତ୍ରୀ ଆହତ

ଭୁବନେଶ୍ୱର : ନାଳକୁ ଖସିଲା ମୋ-ବସ୍ । ୨୦ ଯାତ୍ରୀ ଆହତ । ଭୁବନେଶ୍ୱର ଉପକଣ୍ଠ ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ରାସ୍ତାକଡ଼ ନାଳକୁ ଖସିଲା ମୋ-ବସ୍ । ୨୦ ଆହତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିଲା ବସ୍ । ଖବର ଅନୁସାରେ, ଦୁର୍ଘଟଣା ଘଟିବା ସମୟରେ ପ୍ରାୟ…
Read More...

କଲବଲ କରୁଛି ଖରା : ରାଜ୍ୟରେ ବଢୁଛି ଅଂଶୁଘାତ ଆଶଙ୍କା

ଭୁବନେଶ୍ୱର : କଲବଲ କରୁଛି ଖରା । ଗତକାଲି ରାଜଧାନୀରେ ପାରଦ ୪୩.୫ ଡିଗ୍ରୀ ସହ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ୯ଟି ସ୍ଥାନରେ ୪୨ ଉପରେ ତାପମାତ୍ରା ରେକର୍ଡ ହୋଇଥିଲା । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସହ ବଢିଛି ଅଂଶୁଘାତ ଆଶଙ୍କା । ଆଜି ୧୪ଟି ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି…
Read More...

ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି : ୪ ଜଣଙ୍କୁ ଗିରଫ କରିଛି ପୁଲିସ

ଭୁବନେଶ୍ୱର : ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ । ବ୍ୟବସାୟୀ ବ୍ୟକ୍ତି କହିଥିଲେ ଲୁଟେରାଙ୍କୁ ଜାଣିନାହାନ୍ତି । କିନ୍ତୁ ଜଣଙ୍କ ହାତରେ ଟାଟୁ ରହିଛି । ନିଜ ବ୍ୟବସାୟରେ ସୁବିଧା ପାଇଁ ରିଜର୍ଭ ବ୍ୟାଙ୍କରେ ନିୟମିତ ଭାବେ ଛୋଟ ନୋଟ୍…
Read More...

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ହେଲା କୋର୍ଟ

ଭୁବନେଶ୍ଵର : ପ୍ରଚଣ୍ଡ ଖରାରେ ସିଝୁଛି ସାରା ଓଡ଼ିଶା । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର । ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି । ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ…
Read More...

ସରିଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ଖାତା ଦେଖା

ଭୁବନେଶ୍ୱର : ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ଶେଷ ହୋଇଛି । ଆସନ୍ତା ୪ ତାରିଖରୁ ଦ୍ଵିତୀୟ ପର୍ଯ୍ୟାୟ ଖାତା ଦେଖା ହେବ । ଏହା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ମେ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ…
Read More...

୨୧.୫ କେଜିର ଗଞ୍ଜେଇ ଜବତ : ୨ ଗିରଫ

ଭୁବନେଶ୍ୱର : ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଅନୁସାରେ ଭରତପୁର ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ସ୍ପେଶାଲ ଟିମ୍‌ ଆଇଜିକେସି ହସ୍ପିଟାଲ ସନ୍ନିକଟ ଘାଟିକିଆ ସର୍ଭିସ ରୋଡ଼ରେ ଅତର୍କିତ ଚଢଉ କରିଥିଲା । ଏକ ବୋଲେରୋ ଗାଡିରେ କନ୍ଧମାଳ ଅଞ୍ଚଳରୁ ଭୁବନେଶ୍ୱର…
Read More...

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର, (ପିଆଇବି) : ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର…
Read More...